ETV Bharat / bharat

India Corona: ଦିନକରେ 2706 ସଂକ୍ରମିତ ଚିହ୍ନଟ, 25 ମୃତ - ଭାରତ କୋରୋନା

ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,706 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 2,706 fresh Covid Cases) । ଅଧିକ ପଢନ୍ତୁ

India Corona Update : ଦିନକରେ 2,706 ସଂକ୍ରମିତ ଚିହ୍ନଟ,25 ମୃତ

author img

By

Published : May 30, 2022, 9:56 AM IST

ନୂଆଦିଲ୍ଲୀ: ଦେଶରେ ଉପର ମୁହାଁ ସଂକ୍ରମଣ । ପ୍ରତିଦିନ ପୂର୍ବଦିନ ଅପେକ୍ଷା ସଂକ୍ରମିତଙ୍କ ସଂଖ୍ୟା କମ ରହିଛି । ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,706 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 2,706 fresh Covid Cases) । ସଂକ୍ରମଣ କମ ରହିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି । ଦିନକରେ 25 ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟ ଅନୁଯାୟୀ, ଭାରତରେ ସକ୍ରିୟ ମାମଲା ଏବେ 17 ହଜାର ଉପରେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 17,698 ରହିଛି । ଏହି କ୍ରମରେ ବର୍ତ୍ତମାନ ଦୈନିକ ପଜିଟିଭ ହାର 0.60% ରହିଛି । ଦେଶରେ ଏଯାବତ ୪୨,୬୧,୩୪,୪୦ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । ଏବଂ ୫,୨୪,୬୧୧ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧,୯୩,୩୧,୫୭, ୩୫୨ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.