ETV Bharat / bharat

INDIA CORONA: ଦିନକରେ 30,941 ପଜିଟିଭ ଚିହ୍ନଟ, 350 ମୃତ - 350 deaths

ଦେଶରେ କୋରୋନା ମାମଲାରେ ହ୍ରାସ ବୃଦ୍ଧି ଲାଗି ରହିଥିବାବେଳେ ଗତ ୨୪ ଘଣ୍ଟାରେ 30 ହଜାର 941 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହା ଗତକାଲି ତୁଳନାରେ ଯଥେଷ୍ଟ କମ । ଏହାସହ ୩୫୦ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଅଧିକ ପଢନ୍ତୁ...

INDIA CORONA: ଦିନକରେ 30,941 ପଜିଟିଭ ଚିହ୍ନଟ, 350 ମୃତ

author img

By

Published : Aug 31, 2021, 11:05 AM IST

ନୂଆଦିଲ୍ଲୀ: ଦେଶରେ କୋରୋନା ମାମଲାରେ ହ୍ରାସ ବୃଦ୍ଧି ଲାଗି ରହିଥିବା ବେଳେ ବିଗତ କିଛି ଦିନ ଧରି ୪୦ ହଜାରରୁ ଉର୍ଦ୍ଧ୍ବ ମାମଲା ଚିହ୍ନଟ ହେଉଥିଲା । ଏହା ମଧ୍ୟରେ ଗତ ୨୪ ଘଣ୍ଟାରେ ମାମଲାରେ ହ୍ରାସ ଘଟି 30 ହଜାର 941 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୫୦ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ 36 ହଜାର 275 ଜଣ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତରଫରୁ ସୂଚନା ମିଳିଛି ।

  • " class="align-text-top noRightClick twitterSection" data="">

ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ପଜିଟିଭ ସଂଖ୍ୟା ୩ କୋଟି ୨୭ ଲକ୍ଷ ୬୮ ହଜାର ୮୮୦ କୁ ଛୁଇଁଛି । ସେଥି ମଧ୍ୟରୁ ମୋଟ ୩ କୋଟି ୧୯ ଲକ୍ଷ ୫୯ ହଜାର ୬୮୦ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୭୦ ହଜାର ୬୪୦ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୩୮ ହଜାର ୫୬୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟ ଅନୁଯାୟୀ, ସୋମବାର ସୁଦ୍ଧା 64 କୋଟିରୁ ଉର୍ଦ୍ଧ୍ବ ଅର୍ଥାତ 64,05,28,644 ଡୋଜ ଟୀକାକରଣ ସହିତ ଭାରତ ଏକ ନୂଆ ମାଇଲଖୁଣ୍ଟ ଛୁଇଁଛି।

@ANI

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.