ETV Bharat / bharat

INDIA CORONA: ଦିନକରେ 14,313 ନୂଆ ସଂକ୍ରମିତ, 549 ମୃତ - କୋରୋନା ମାମଲା

ଲଗାତାର କୋରୋନା ମାମଲାରେ ହ୍ରାସ ବୃଦ୍ଧି ଲାଗି ରହିଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ । ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ 14 ହଜାର 313 ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 549 ଜଣଙ୍କ ଜୀବନ ନେଇଛି କିଲର ଭାଇରସ । ଅଧିକ ପଢନ୍ତୁ...

INDIA CORONA: ଦିନକରେ 14,313 ନୂଆ ସଂକ୍ରମିତ, 549 ମୃତ

author img

By

Published : Oct 30, 2021, 10:52 AM IST

ନୂଆଦିଲ୍ଲୀ: ଲଗାତାର କୋରୋନା ମାମଲାରେ ହ୍ରାସ ବୃଦ୍ଧି ଲାଗି ରହିଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ 14 ହଜାର 313 ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 549 ଜଣଙ୍କ ଜୀବନ ନେଇଛି କିଲର ଭାଇରସ । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 42 ଲକ୍ଷ 60 ହଜାର 470ରେ ପହଁଚିଥିବା ବେଳେ ମୃତ୍ୟୁ ସଂଖ୍ୟା 4 ଲକ୍ଷ 57 ହଜାର 740ରେ ପହଞ୍ଚିଛି ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ପ୍ରାପ୍ତ ସୂଚନା ଅନୁଯାୟୀ, ଦିନକ ମଧ୍ୟରେ 13 ହଜାର 543 ଜଣ ସୁସ୍ଥ ହୋଇଛନ୍ତି, ଯାହାକୁ ମିଶାଇ ମୋଟ ସୁସ୍ଥ ସଂଖ୍ୟା ୩ କୋଟି 36 ଲକ୍ଷ 41 ହଜାର 175ରେ ପହଞ୍ଚିଛି । ସେହିପରି ଦେଶରେ ମୋଟ 1 ଲକ୍ଷ 61 ହଜାର 555 ଟି ସକ୍ରିୟ ମାମଲା ରହିଛି । ଦେଶରେ ଆଜି ପର୍ଯ୍ୟନ୍ତ 105 କୋଟି 43 ଲକ୍ଷ 13 ହଜାର 977 ଟୀକାକରଣ ସରିଛି ।

@ANI

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.