ETV Bharat / bharat

India Corona: 15 ହଜାର ପାର ସଂକ୍ରମଣ, 24 ମୃତ

author img

By

Published : Jul 4, 2022, 10:20 AM IST

ଦେଶରେ କମିଲା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 16 ହଜାର 135 ଜଣ ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

: 15 ହଜାର ପାର ସଂକ୍ରମଣ, 24 ମୃତ
: 15 ହଜାର ପାର ସଂକ୍ରମଣ, 24 ମୃତ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ରହିଛି କୋରୋନା ସଂକ୍ରମଣ । କିଛି ଦିନ ହେବ ୧୫ ହଜାର ଉପରେ ରହିଛି ପଜିଟିଭ ମାମଲା । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ୍ 16 ହଜାର 135 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 16135 fresh Covid Cases) । ଦିନକରେ 24 ଜଣଙ୍କ ଜୀବନ ନେଇଛି ମହାମାରୀ ।

ମୃତକଙ୍କୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୫ ହଜାର ୨୨୩କୁ ବୃଦ୍ଧି ହୋଇଛି । ସେହିପରି ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସକ୍ରିୟ ‌ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୩ ହଜାର ୮୬୪କୁ ବୃଦ୍ଧି ପାଇଛି । ଏଯାବତ ସୁସ୍ଥ ହେଲେଣି ୪ କୋଟି ୨୮ ଲକ୍ଷ ୭୯ ହଜାର ୪୭୭ ଆକ୍ରାନ୍ତ ।

ଦେଶର ଦୈନିକ ପଜିଟିଭ ରେଟ୍ 4.85%ରେ ପହଞ୍ଚିଛି । ଦେଶବ୍ୟାପୀ ସମୁଦାୟ 197 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ 11 ଲକ୍ଷରୁ ଅଧିକ ଲୋକେ ଟିକା ନେଇଛନ୍ତି ।

ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.