ETV Bharat / bharat

India Corona: ଦିନକରେ 2124 ସଂକ୍ରମିତ ଚିହ୍ନଟ, 17 ମୃତ - କୋରୋନା ଅପଡେଟ

ଦେଶରେ ନିୟନ୍ତ୍ରଣାଧୀନ ରହିଛି ମହାମାରୀ । ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,124 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India reports 2,124 fresh cases) । ଅଧିକ ପଢନ୍ତୁ

India Corona Report: ଦିନକରେ 2,124 ସଂକ୍ରମିତ ଚିହ୍ନଟ, 17 ମୃତ

author img

By

Published : May 25, 2022, 9:51 AM IST

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣାଧୀନ ରହିଛି ମହାମାରୀ । ଦିନେ ସଂକ୍ରମଣ କମିଲେ ଆଉ ଦିନେ ବଢୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,124 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India reports 2,124 fresh cases) । ସଂକ୍ରମଣ ବୃଦ୍ଧି ହୋଇଥିଲେ ମଧ୍ୟ କୋରୋନା ଜନିତ ମୃତ୍ୟୁସଂଖ୍ୟା ମଧ୍ୟ ପୂର୍ବ ଦିନ ଅପେକ୍ଷା କମ୍ ରହିଛି । ଦିନକରେ ୧୭ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ 1,977 ଜଣ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟ ଅନୁଯାୟୀ, ଭାରତରେ ସକ୍ରିୟ ମାମଲା ଏବେ 15 ହଜାର ତଳକୁ ଖସିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 14,971 ରହିଛି । ଏହି କ୍ରମରେ ବର୍ତ୍ତମାନ ଦୈନିକ ପଜିଟିଭ ହାର 0.46% ରହିଛି । ଦେଶରେ ଏଯାବତ ୪୨,୬୦,୨,୭୧୪ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । ଏବଂ 5,24,507 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 1,92,67,44,768 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.