ETV Bharat / bharat

ପୁଣି ବଢିଲା ସଂକ୍ରମଣ: ଦିନକରେ 2183 ପଜିଟିଭ, 214 ମୃତ

ଦେଶରେ ଉପରମୁହାଁ ହେଲା କୋରୋନା ସଂକ୍ରମଣ । କିଛି ଦିନ ହେଲା ଦୈନିକ ପଜିଟିଭ ମାମଲା ହଜାରେ ତଳେ ରହୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ପୁଣିଥରେ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ 2,183 ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି(India reports 2,183 fresh covid cases) । ଅଧିକ ପଢନ୍ତୁ

ଦେଶରେ ଉପର ମୁହାଁ ସଂକ୍ରମଣ:ଦିନକରେ 2,183 ପଜିଟିଭ ଚିହ୍ନଟ, 214 ମୃତ

author img

By

Published : Apr 18, 2022, 10:36 AM IST

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହେଲା କୋରୋନା ସଂକ୍ରମଣ । କିଛି ଦିନ ହେଲା ଦୈନିକ ପଜିଟିଭ ମାମଲା ହଜାରେ ତଳେ ରହୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ପୁଣିଥରେ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ 2,183 ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି(India reports 2,183 fresh covid cases) ।

ତେବେ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଦିନକରେ ଦେଶରେ 214 ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ 1,985 ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟ ଅନୁଯାୟୀ, ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା 11,542 ରହିଛି । ଏଯାବତ୍ ଭାରତରେ 4,25,10,773 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,21,9,65 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 1,86,54,94, 355 କୋଟି ଡୋଜ୍ ଟୀକାକରଣ କରାଯାଇଛି ।

@ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.