ETV Bharat / bharat

India Corona: ଦିନକରେ 2628 ସଂକ୍ରମିତ ଚିହ୍ନଟ, 18 ମୃତ - ଭାରତ କୋରୋନା

ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,628 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 2,628 fresh Covid Cases) । ଅଧିକ ପଢନ୍ତୁ

India Corona Update:ଦିନକରେ 2,628 ସଂକ୍ରମିତ ଚିହ୍ନଟ, 18 ମୃତ

author img

By

Published : May 26, 2022, 10:35 AM IST

ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି ମହାମାରୀ । ଦିନେ ସଂକ୍ରମଣ କମିଲେ ଆଉ ଦିନେ ବଢୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,628 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 2,628 fresh Covid Cases) । ସଂକ୍ରମଣ ବୃଦ୍ଧି ହୋଇଥିଲେ ମଧ୍ୟ କୋରୋନା ଜନିତ ମୃତ୍ୟୁସଂଖ୍ୟା ମଧ୍ୟ ପୂର୍ବ ଦିନ ଅପେକ୍ଷା ଅଧିକ ରହିଛି । ଦିନକରେ 18 ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟ ଅନୁଯାୟୀ, ଭାରତରେ ସକ୍ରିୟ ମାମଲା ଏବେ 15 ହଜାର ଉପରେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 15,414 ରହିଛି । ଦେଶରେ ଏଯାବତ ୪୨,୬୦,୪୮,୮୧ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । ଏବଂ ୫,୨୪,୫୨୫ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 1,92,82,03,555 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.