ETV Bharat / bharat

India Corona: ଦିନକରେ ୨୭୧୦ ସଂକ୍ରମିତ ଚିହ୍ନଟ, ୧୪ ମୃତ - କୋରୋନା ନ୍ୟୁଜ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,710 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India reported 2,710 new COVID 19 cases) । ଅଧିକ ପଢନ୍ତୁ

Indio Corona Report: ଦିନକରେ ୨୭୧୦ ସଂକ୍ରମିତ ଚିହ୍ନଟ, ୧୪ ମୃତ

author img

By

Published : May 27, 2022, 10:47 AM IST

ନୂଆଦିଲ୍ଲୀ: ଦେଶରେ ଉପର ମୁହାଁ ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,710 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India reported 2,710 new COVID 19 cases) । ସଂକ୍ରମଣ ବୃଦ୍ଧି ହୋଇଥିଲେ ମଧ୍ୟ କୋରୋନା ଜନିତ ମୃତ୍ୟୁସଂଖ୍ୟା ମଧ୍ୟ ପୂର୍ବ ଦିନ ଅପେକ୍ଷା କମ ରହିଛି । ଦିନକରେ 14 ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ 2,296 ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟ ଅନୁଯାୟୀ, ଭାରତରେ ସକ୍ରିୟ ମାମଲା ଏବେ 15 ହଜାର ଉପରେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 15,814 ରହିଛି । ଏହି କ୍ରମରେ ବର୍ତ୍ତମାନ ଦୈନିକ ପଜିଟିଭ ହାର 0.03 ରହିଛି । ଦେଶରେ ଏଯାବତ 4,26,07,177 ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । ଏବଂ 5,24,539 ଜଣଙ୍କ ମୃତ୍ୟୁ ଘଟିଛି ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.