ETV Bharat / bharat

India Corona: ଚିନ୍ତା ବଢାଇଲା କୋରୋନା, ଆଜି 4000 ମୁହାଁ ଦୈନିକ ସଂକ୍ରମଣ - ଭାରତ କୋରୋନା ଦୈନିକ ସଂକ୍ରମଣ

ଆଜି ୪ ହଜାର ତଳେ ରହିଛି ସଂକ୍ରମଣ । ତେବେ ଗତ ୨୪ ଘଣ୍ଟା ମଧ୍ୟରେ 3,962 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 3,962 fresh Covid Cases) । ଅଧିକ ପଢନ୍ତୁ

India Corona: ଦିନକରେ 3962 ସଂକ୍ରମିତ ଚିହ୍ନଟ,26 ମୃତ

author img

By

Published : Jun 4, 2022, 10:17 AM IST

ନୂଆଦିଲ୍ଲୀ: ଦେଶରେ କାୟା ମେଲାଉଛି ମହାମାରୀ । ଆଜି ୪ ହଜାର ତଳେ ରହିଛି ସଂକ୍ରମଣ । ତେବେ ଗତ ୨୪ ଘଣ୍ଟା ମଧ୍ୟରେ 3,962 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 3,962 fresh Covid Cases) । ସଂକ୍ରମଣ କମ୍ ଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି । ଦିନକରେ ୨୬ ଜଣଙ୍କର ମୁଣ୍ତ ନେଇଛି ମହାମାରୀ । ଏହାସହ 2,697 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟ ଅନୁଯାୟୀ, ଭାରତରେ ସକ୍ରିୟ ମାମଲା ଏବେ 22 ହଜାର ଉପରେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 22,416 ରହିଛି । ଦେଶରେ ଏଯାବତ ୪୨,୬୨,୫୪,୫୪ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । ଏପର୍ଯ୍ୟନ୍ତ ମୋଟ ୫,୨୪,୬୭୭ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 1,93,96,47,071 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.