ETV Bharat / bharat

INDIA CORONA: ୨୪ ଘଣ୍ଟାରେ 7774 ଆକ୍ରାନ୍ତ ଚିହ୍ନଟ, 306 ମୃତ

author img

By

Published : Dec 12, 2021, 10:31 AM IST

ଏବେ 10 ହଜାର ତଳେ ରହୁଛି ଦେଶର ଦୈନିକ ସଂକ୍ରମଣ (India daily corona infection)। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ 7 ହଜାର 774 ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ 306 ଜଣଙ୍କ ଜୀବନ ନେଇଛି କିଲର ଭାଇରସ । ଅଧିକ ପଢନ୍ତୁ

INDIA CORONA: ୨୪ ଘଣ୍ଟାରେ 7,774 ଆକ୍ରାନ୍ତ ଚିହ୍ନଟ, 306 ମୃତ

ନୂଆଦିଲ୍ଲୀ: ଏବେ 10 ହଜାର ତଳେ ରହୁଛି ଦେଶର ଦୈନିକ ସଂକ୍ରମଣ (India daily corona infection)। କିନ୍ତୁ ମୃତ୍ୟୁରେ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ 7 ହଜାର 774 ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ 306 ଜଣଙ୍କ ଜୀବନ ନେଇଛି କିଲର ଭାଇରସ । ଏପଟେ ଗୋଟିଏ ଦିନରେ ଦେଶରୁ ମୋଟ 8 ହଜାର 464 କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଯାହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା(India recovery rate) 3 କୋଟି 41 ଲକ୍ଷ 22 ହଜାର 795ରେ ପହଞ୍ଚିଛି ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ(health ministry data) ଅନୁଯାୟୀ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 46 ଲକ୍ଷ 90 ହଜାର 510ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା 4 ଲକ୍ଷ 75 ହଜାର 434ରେ ପହଞ୍ଚିଛି । ଦେଶରେ ମୋଟ 92 ହଜାର 281ଟି ସକ୍ରିୟ ମାମଲା ରହିଛି । ସେହିପରି ଏଯାବତ 132 କୋଟି 93 ଲକ୍ଷ 84 ହଜାର 230 ଟି ଟୀକାକରଣ(corona vaccination) ସରିଛି ।

@ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.