ETV Bharat / bharat

India Corona, ଆଜି 10 ହଜାର ତଳେ ସଂକ୍ରମଣ

author img

By

Published : Aug 22, 2022, 10:35 AM IST

ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 9,531ଟି ନୂଆ ପଜିଟିଭ ମାମଲା ପ୍ରକାଶ ପାଇଛି (India Records 9,531 fresh Covid Cases) । ଗୋଟିଏ ଦିନରେ 26 ଜଣଙ୍କ ମୃତ୍ୟୁ ହୋଇଛି । ଅଧିକ ପଢନ୍ତୁ

India Corona,ଦିନକରେ 9531ଟି ନୂଆ ପଜିଟିଭ ମାମଲା ଚିହ୍ନଟ, ୨୬ ମୃତ

ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କୋରୋନା ସଂକ୍ରମଣ । ଦିନେ କମିଲେ ଆଉ ଦିନେ ବଢୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 9,531 ଟି ନୂଆ ପଜିଟିଭ ଚିହ୍ନଟ ହୋଇଛି (India Records 9,531 fresh Covid Cases) । ଗୋଟିଏ ଦିନରେ 26 ଜଣଙ୍କ ମୃତ୍ୟୁ ହୋଇଛି । ଦେଶରେ ମୋଟ ସୁସ୍ଥସଂଖ୍ୟା 4,37,23,944କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ଯୋଗୁଁ ସକ୍ରିୟ ମାମଲା ଆଜି ଲକ୍ଷେ ତଳକୁ ଖସିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 97,648ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 4.21 ରହିଛି । ଏବେ ସୁଦ୍ଧା ସମୁଦାୟ 5,27,368 ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ 209 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 35,33,466 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.