ETV Bharat / bharat

କରାଚିରେ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ

author img

By

Published : Mar 2, 2021, 1:07 PM IST

ଜଣେ ଯାତ୍ରୀଙ୍କ ସ୍ବାସ୍ଥ୍ୟ ବିଗିଡ଼ିବାରୁ ପାକିସ୍ତାନର କରାଚିରେ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ । ଅଧିକ ପଢନ୍ତୁ...

କରାଚିରେ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ
କରାଚିରେ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ

ନୂଆଦିଲ୍ଲୀ: ପାକିସ୍ତାନର କରାଚିରେ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ । ସାରଜାହରୁ ଲକ୍ଷ୍ନୌ ଅଭିମୁଖେ ଯାଉଥିବା ଇଣ୍ଡିଗୋ ବିମାନ 6E 1412, ମଙ୍ଗଳବାର ଦିନ ମେଡିକାଲ ଏମରଜେନ୍ସି ପାଇଁ କରାଚିରେ ଅବତରଣ କରିଥିଲା । ତେବେ ଇଣ୍ଡିଗୋ ସୂଚନା ଅନୁଯାୟୀ, ବିମାନରେ ଜଣେ ଯାତ୍ରୀଙ୍କର ସ୍ବାସ୍ଥ୍ୟ ବିଗିଡିବାରୁ ତାଙ୍କ ଚିକିତ୍ସା ପାଇଁ କରାଚିରେ ଜରୁରୀକାଳୀନ ଅବତରଣ କରାଯାଇଥିଲା ।

କିନ୍ତୁ ଦୁର୍ଭାଗ୍ୟର ବିଷୟ ଯେ, ବିମାନବନ୍ଦର ମେଡିକାଲ ଟିମ୍ ପହଞ୍ଚିବା ପରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଇଣ୍ଡିଗୋ ବିମାନ ସେବା ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.