ETV Bharat / bharat

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଲେ ଯୋଗୀ ଆଦିତ୍ୟନାଥ - ଯୋଗୀ ଆଦିତ୍ୟନାଥ

ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଅଧିକ ପଢନ୍ତୁ...

ୟୁପିର ପୂର୍ବତନ ସିଏମ କଲ୍ୟାଣ ସିଂଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଲେ ଯୋଗୀ ଆଦିତ୍ୟନାଥ

author img

By

Published : Jul 4, 2021, 12:05 PM IST

ଲକ୍ଷ୍ନୌ: ଶାରୀରିକ ଅସୁସ୍ଥତା ହେତୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ । ଗତକାଲି ହସ୍ପିଟାଲରେ ଭର୍ତ୍ତି ହେବା ପରେ ଆଜି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହସ୍ପିଟାଲ ପରିଦର୍ଶନ କରି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି । ତେବେ କଲ୍ୟାଣ ସିଂଙ୍କ ଶରୀର ସାମାନ୍ୟ ଫୁଲିଯିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଯୋଗୀ ଆଦିତ୍ୟନାଥ ସୂଚନା ଦେଇଛନ୍ତି ।

କଲ୍ୟାଣ ସିଂ ଗତ 2020 ସେପ୍ଟେମ୍ବର 14ରେ କୋରୋନାରେ ଆକ୍ରାନ୍ତ ହୋଇ SGPGI ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଅକ୍ଟୋବର 12 ରେ ରିପୋର୍ଟ ନେଗେଟିଭ ଆସିବା ପରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା ।

@ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.