ETV Bharat / bharat

ଭୂକମ୍ପରେ ଥରିଲା ହିମାଚଳ ପ୍ରଦେଶ

author img

By

Published : May 8, 2021, 8:57 AM IST

ଭୂକମ୍ପରେ ଥରିଲା ହିମାଚଳ ପ୍ରଦେଶ । ରିକ୍ଟର ସ୍କେଲରେ ଏହାର ତୀବ୍ରତା 3.0 ରହିଛି । ଅଧିକ ପଢନ୍ତୁ...

Magnitude 3 earthquake hits Dharamshala, Himachal Pradesh: National Center for Seismology
ଭୂକମ୍ପରେ ଥରିଲା ହିମାଚଳ ପ୍ରଦେଶ

ସିମଲା: ଭୂକମ୍ପରେ ଥରିଲା ହିମାଚଳ ପ୍ରଦେଶ । ହିମାଚଳ ପ୍ରଦେଶର ଧର୍ମଶାଳାରେ ମୃଦୁ ଭୁମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା 3.0 ରହିଛି । ଏନେଇ ନ୍ୟାସନାଲ ସେଣ୍ଟର ଫର ସେସୋମଲୋଜି ସୂଚନା ଦେଇଛି ।

ତେବେ ଏହାର ଝଟକା ଏତେ ଜୋରଦାର ନଥିଲା । ଏହା ଯୋଗୁଁ କୌଣସି ପ୍ରକାରର କ୍ଷୟକ୍ଷତି ହୋଇ ନଥିବା ବେଳେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି ।

@ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.