ETV Bharat / bharat

ଭୂକମ୍ପରେ ଥରିଲା ଅରୁଣାଚଳ ପ୍ରଦେଶ - ରିକ୍ଟର ସ୍କେଲ

ଅରୁଣାଚଳ ପ୍ରଦେଶର ବସରରେ ଏହି ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ରେକର୍ଡ କରାଯାଇଛି । ଅଧିକ ପଢନ୍ତୁ...

ଭୂକମ୍ପରେ ଥରିଲା ଅରୁଣାଚଳ ପ୍ରଦେଶ
ଭୂକମ୍ପରେ ଥରିଲା ଅରୁଣାଚଳ ପ୍ରଦେଶ
author img

By

Published : Oct 4, 2021, 7:37 AM IST

ଇଟାନଗର: ଭୂକମ୍ପରେ ଥରିଲା ଅରୁଣାଚଳ ପ୍ରଦେଶ । ଆଜି ଅରୁଣାଚଳ ପ୍ରଦେଶର ବସରରେ ଏହି ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ରେକର୍ଡ କରାଯାଇଛି । ଏନେଇ ନ୍ୟାସନାଲ ସେସମୋଲୋଜି ସେଣ୍ଟର ପକ୍ଷରୁ ସୂଚନା ମିଳିଛି ।

ଏହାର ଗଭୀରତା ୧୦୬ କିଲୋମିଟର ହୋଇଥିବା ବେଳେ ଅକ୍ଷାଂଶ ୩୨.୪୧ ଓ ଦ୍ରାଘିମା ୭୨. ୭୩ ରହିଥିଲା । ତେବେ ଏଥିରେ କେହି ମୃତାହତ ହୋଇ ନଥିବା ବେଳେ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ । ଏହାପୂର୍ବରୁ ଅର୍ଥାତ୍‌ ଅକ୍ଟୋବର ୨ରେ ମଧ୍ୟ ବସର ଜିଲ୍ଲାରେ ଭୂକମ୍ପ ହୋଇଥିଲା । ଯାହାର ତିବ୍ରତା ୪.୧ ରହିଥିବା ରେକର୍ଡ କରାଯାଇଥିଲା ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.