ETV Bharat / bharat

ରୋଡ ଡିଭାଇଡରକୁ ଧକ୍କା ଦେଲା କାର୍‌, ଚାଲିଗଲା 7 ଜୀବନ

author img

By

Published : Jan 14, 2022, 10:07 AM IST

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ । କାନନାକଟେ ନିକଟସ୍ଥ ଜାଗାଲୁର ନିକଟରେ ଘଟିଛି ଏହି ସଡ଼କ ଦୁର୍ଘଟଣା । ରୋଡ ଡିଭାଇଡରକୁ କାର ଧକ୍କା ଦେବା ଫଳରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଅଧିକ ପଢ଼ନ୍ତୁ

major road accident in davangere
ଡାଭନେଗେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୭ ଜଣଙ୍କ ମୃତ୍ୟୁ

ବେଙ୍ଗାଲୁରୁ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ । କାନନାକଟେ ନିକଟସ୍ଥ ଜାଗାଲୁ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରୋଡ ଡିଭାଇଡକୁ ଧକ୍କା ଦେଲା କାର । ଫଳରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆଜି ସକାଳ ୫୦ନଂ ଜାତୀୟ ରାଜପଥରେ କାର ଡିଭାଇଡରକୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ୬ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କ ମେଡିକାଲ ନେବା ବାଟରେ ମୃତ୍ୟୁ ହୋଇଛି । ତେବେ ବେଙ୍ଗାଲୁରୁରୁ ହସ୍ପେଟକୁ ଯିବା ବାଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ଏହାସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.