ETV Bharat / bharat

ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ, ୭ ମୃତ

author img

By

Published : Jun 26, 2022, 12:04 PM IST

କର୍ଣ୍ଣାଟକର ବେଲଗାଭିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଆହତ ହୋଇଛନ୍ତି । ଅଧିକ ପଢନ୍ତୁ

ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ, ୭ ମୃତ
ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ, ୭ ମୃତ

ବେଙ୍ଗାଲୁରୁ: କର୍ଣ୍ଣାଟକର ବେଲଗାଭି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବୋଲେରୋ । ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଆହତ ହୋଇଛନ୍ତି । ସୂଚନା ଅନୁସାରେ, ଆଜି(ରବିବାର) ସକାଳେ ବେଲଗାଭି ନିକଟରୁ ଏହି ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯାହା ସୂଚନା ରହିଛି, ଗାଡିରେ ମୋଟ ୧୮ଜଣ ଲୋକ ଯାତ୍ରା କରୁଥିଲେ ।

ଶ୍ରମିକମାନେ କାମ କରିବା ପାଇଁ ଗୋକାକାରୁ ଆକ୍କାଟାଙ୍ଗିଆରାହଲ୍ଲା ଯାଉଥିବା ସମୟରେ ବେଲଗାଭି ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି । ଖବରପାଇ ମାରିହଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.