ETV Bharat / bharat

ଆମ୍ବ ଦେବାକୁ କହି 7 ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ କଲା 12 ବର୍ଷୀୟ ନାବାଳକ

author img

By

Published : May 25, 2022, 1:19 PM IST

ନାବାଳିକାକୁ ଦୁଷ୍ମର୍ମ କଲା ନାବାଳକ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଛତିଶଗଡର ସୁରଜପୁର ଜିଲ୍ଲାରେ । ନାବାଳିକା ଜଣକ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି । ଅଧିକ ପଢ଼ନ୍ତୁ

minor boy raped minor girl in surajpur
ନାବାଳିକାକୁ ଦୁଷ୍କର୍ମ କଲା ନାବାଳକ!

ରାୟପୁର: ନାବାଳିକାକୁ ଦୁଷ୍ମର୍ମ କଲା ନାବାଳକ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଛତିଶଗଡର ସୁରଜପୁର ଜିଲ୍ଲାରେ । ନାବାଳିକା ଜଣକ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି । ଘଟଣାରେ ଅଭିଯୁକ୍ତ ନାବାଳକ ବିରୋଧରେ ମାମଲା ରୁଜୁ ହେବା ସହ ତଦନ୍ତ ଆରମ୍ଭ କରିଛି ପୋଲିସ ।

ସୂଚନା ଅନୁଯାୟୀ, ଜଣେ 12 ବର୍ଷୀୟ ନାବାଳକ ଆମ୍ବ ଦେବାକୁ ପ୍ରଲୋଭନ ଦେଖାଇ 7 ବର୍ଷୀୟ ନାବାଳିକାକୁ ଘରକୁ ଡାକି ନେଇ ଦୁଷ୍କର୍ମ କରିଥିଲା । ନାବାଳିକା ଜଣକ ଅସୁସ୍ଥତା ଅବସ୍ଥାରେ ଘରକୁ ଫେରିଥିଲେ । ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସା ପରେ ତାଙ୍କୁ ଦୁଷ୍କର୍ମ କରାଯାଇଥିବା ଜଣାପଡ଼ିଲା । ବର୍ତ୍ତମାନ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି । ତେବେ ଏନେଇ ନାବାଳିକାଙ୍କ ପରିବାର ଲୋକେ ଥାନାରେ ଏତଲା ଦେଇଥିଲେ । ଅଭିଯୋଗକୁ ଆଧାର କରି ପୋଲିସ ନାବାଳକ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.