ETV Bharat / bharat

ତେଜପୁର ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ ମୋଦି - ତେଜପୁର ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ

ଶୁକ୍ରବାର ସକାଳ 10.30ରେ ତେଜପୁର ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦି । ଅଧିକ ପଢନ୍ତୁ...

ତେଜପୁର ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ ମୋଦି

author img

By

Published : Jan 21, 2021, 8:52 PM IST

ନୂଆଦିଲ୍ଲୀ: ଶୁକ୍ରବାର ସକାଳ 10.30ରେ ତେଜପୁର ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦି । ଆସାମ ଓ ଉତ୍ତର ପୂର୍ବର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବା ପାଇଁ ଉତ୍ସାହିତ ଅଛନ୍ତି ବୋଲି କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ତେଜପୁର ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ ମୋଦି
ତେଜପୁର ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ ମୋଦି
ତେଜପୁର ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ ମୋଦି
ତେଜପୁର ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ ମୋଦି

ଏହି ସମାବର୍ତ୍ତନ ଉତ୍ସବରେ ଛାତ୍ରଛାତ୍ରୀଙ୍କ ଠାରୁ ଅଭିଜ୍ଞତା ଶୁଣିବାକୁ ସୁଯୋଗ ପାଇବେ ବୋଲି କହିଛନ୍ତି ମୋଦି । ସେମାନଙ୍କ ଅନୁଭୂତି ଶୁଣିବା ସହିତ ମତାମତ ଶୁଣିବା ପାଇଁ ଏହା ମୋଦିଙ୍କୁ ପ୍ରଥମ ସୁଯୋଗ ଦେବ । ଏହି କନଭୋକେସନ ଦେଖିବା ପାଇଁ ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ବୋଲି ମୋଦି ନିଜ ଟ୍ବିଟରରେ ଉଲ୍ଲେଖ କରିଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.