- ଆଜିର ବଡ ଖବର, ଯାହା ଉପରେ ଆପଣଙ୍କ ନଜର
- ଆଜି ୟୁପିରେ ପ୍ରଥମ ପର୍ଯ୍ୟାୟ ଭୋଟ ।
- ପୌର ନିର୍ବାଚନ ନେଇ ଆଜି ସର୍ବଦଳୀୟ ବୈଠକ ।
- ଆଜି ଗୋଆରେ ରାଲି କରିବେ ମୋଦି ।
- ଆଜି ମହାରାଷ୍ଟ୍ର ଗସ୍ତରେ ଯିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।
- ହିଜାବ ଝଡକୁ ନେଇ ଆଜି ୩ ଜଣିଆ ଖଣ୍ଡପୀଠରେ ହେବ ଶୁଣାଣି ।
- ଆଜିଠୁ ୪ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ।
- ଆଜି ଶେଷ ହେବ ମୁଦ୍ରାନୀତି ସମୀକ୍ଷା ବୈଠକ ।
- ମହାମାରୀକୁ ନେଇ ଆଜି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ବୈଠକ ।
- ଆଜିଠୁ ପ୍ରଥମ ପର୍ଯ୍ୟାୟ ରଣଜୀ ଟ୍ରଫି ମ୍ୟାଚ ।
- ଆଜିଠୁ ଫାଇଲେରିଆ ନିରାକରଣ ଅଭିଯାନ ଆରମ୍ଭ ।
News Today: ଆଜିର ବଡ ଖବର, ଯାହା ଉପରେ ଆପଣଙ୍କ ନଜର - ଆଜିର ବଡ ଖବର
ଦେଶ-ଦୁନିଆ, କ୍ରୀଡା, ମନୋରଞ୍ଜନ ଏବଂ ରାଜନୀତିରେ କଣ ହେଉଛି ଖାସ, କେଉଁଠି ଅଛି କାର୍ଯ୍ୟକ୍ରମ ଗୋଟିଏ କ୍ଲିକରେ ETV Bharat ଦେବ ପ୍ରମୁଖ ଖବର
ଆଜିର ବଡ ଖବର, ଯାହା ଉପରେ ଆପଣଙ୍କ ନଜର
- ଆଜିର ବଡ ଖବର, ଯାହା ଉପରେ ଆପଣଙ୍କ ନଜର
- ଆଜି ୟୁପିରେ ପ୍ରଥମ ପର୍ଯ୍ୟାୟ ଭୋଟ ।
- ପୌର ନିର୍ବାଚନ ନେଇ ଆଜି ସର୍ବଦଳୀୟ ବୈଠକ ।
- ଆଜି ଗୋଆରେ ରାଲି କରିବେ ମୋଦି ।
- ଆଜି ମହାରାଷ୍ଟ୍ର ଗସ୍ତରେ ଯିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।
- ହିଜାବ ଝଡକୁ ନେଇ ଆଜି ୩ ଜଣିଆ ଖଣ୍ଡପୀଠରେ ହେବ ଶୁଣାଣି ।
- ଆଜିଠୁ ୪ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ।
- ଆଜି ଶେଷ ହେବ ମୁଦ୍ରାନୀତି ସମୀକ୍ଷା ବୈଠକ ।
- ମହାମାରୀକୁ ନେଇ ଆଜି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ବୈଠକ ।
- ଆଜିଠୁ ପ୍ରଥମ ପର୍ଯ୍ୟାୟ ରଣଜୀ ଟ୍ରଫି ମ୍ୟାଚ ।
- ଆଜିଠୁ ଫାଇଲେରିଆ ନିରାକରଣ ଅଭିଯାନ ଆରମ୍ଭ ।
Last Updated : Feb 10, 2022, 7:50 AM IST