ETV Bharat / bharat

Encounter in Awantipora: ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କୀ ନିପାତ

ଦକ୍ଷିଣ କାଶ୍ମୀରର ଅବନ୍ତିପୁରାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟ । ଜଣେ ଆତଙ୍କୀ ନିପାତ ହୋଇଥିବା ନେଇ ସ୍ଥାନୀୟ ପୋଲିସର ସୂଚନା । ଅଧିକ ପଢନ୍ତୁ

author img

By

Published : Feb 7, 2022, 9:00 PM IST

Encounter in Awantipora: ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କୀ ନିପାତ
Encounter in Awantipora: ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କୀ ନିପାତ

ଶ୍ରୀନଗର: ଜମ୍ମୁ କାଶ୍ମୀରର ଅବନ୍ତିପୁରାରେ ଆଜି ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଜଣେ ଆତଙ୍କୀ ପ୍ରାଣ ହରାଇଥିବା ସୂଚନା ଦେଇଛି ସ୍ଥାନୀୟ ପୋଲିସ । ଆଜି ଅପରାହ୍ନରେ ଦକ୍ଷିଣ କାଶ୍ମୀରର ଅବନ୍ତିପୁରାରେ ଆତଙ୍କୀ ଗତିବିଧି ନେଇ ଇନପୁଟ ସୂଚନା ମିଳିବା ପରେ ସର୍ଚ୍ଚ ଅପରେସନ ଆରମ୍ଭ କରିିଥିଲା ସ୍ଥନାୟ ପୋଲିସ ଓ ସୁରକ୍ଷା ବଳର ମିଳିତ ଟିମ ।

ତେବେ ସୁରକ୍ଷା ବଳ ଓ ଆତଙ୍କବାଦୀ ମୁହାଁମୁହିଁ ହେବା ସହ ଗୁଳି ବିନିମୟ ଆରମ୍ଭ ହୋଇଥିଲା । ଏଥିରେ ଜଣେ ଆତଙ୍କୀ ନିପାତ ହୋଇଥିବା ସ୍ପଷ୍ଟ ହୋଇଛି । ମୃତ ଆତଙ୍କୀ ସମ୍ପର୍କରେ କିଛି ସ୍ପଷ୍ଟ ସୂଚନା ମିଳିପାରି ନଥିବା ବେଳେ ଯାଞ୍ଚ ପ୍ରକ୍ରିୟା ଜାରି ରହିଥବା କାଶ୍ମୀର ଜୋନ ପୋଲିସ ଟ୍ବିଟରେ ସୂଚନା ଦେଇଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.