ETV Bharat / bharat

Independence Day 2022, ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

author img

By

Published : Aug 15, 2022, 9:33 AM IST

Updated : Aug 15, 2022, 9:38 AM IST

ଦେଶବାସୀଙ୍କ ପାଇଁ ଆଜିର ଏହି ଐତିହାସିକ ଓ ସଂକଳ୍ପର ଦିନ । 15 ଅଗଷ୍ଟ 1947ରେ ବ୍ରିଟିଶ କବଳରୁ ମୁକ୍ତ ହୋଇଥିଲା ଭାରତ । ଏହି ମହାନ ଦିନ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅଧିକ ପଢନ୍ତୁ

ଦେଶବାସୀଙ୍କୁ  ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି 76ତମ ସ୍ବାଧୀନତା ଦିବସ ପାଳନ କରୁଛି ଦେଶ । ଦେଶବାସୀଙ୍କ ପାଇଁ ଏହା ଐତିହାସିକ ଓ ସଂକଳ୍ପର ଦିନ । ସବୁଠି ଫର ଫର ହୋଇ ଉଡୁଛି ତ୍ରିରଙ୍ଗା । ଦିଲ୍ଲୀରୁ ପଲ୍ଲୀ ସବୁଠି ଉତ୍ସବମୁଖର । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଟ୍ବିଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି,'' ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ଜୟ ହିନ୍ଦ ।

  • ୭୬ତମ #ସ୍ୱାଧୀନତାଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି। ପ୍ରତିଟି ଭାରତୀୟଙ୍କ ପାଇଁ ଏହା ଗୌରବର ମୁହୂର୍ତ୍ତ। ସମସ୍ତଙ୍କ ମିଳିତ ଉଦ୍ୟମରେ ଓଡ଼ିଶା ଏବେ ବିକାଶର ବିଭିନ୍ନ କ୍ଷେତ୍ରରେ ଆଦର୍ଶ ସାଜିଛି। ଆସନ୍ତୁ ବିକାଶର ଧାରାକୁ ବଜାୟ ରଖିବା, ଶ୍ରେଷ୍ଠ ଓଡ଼ିଶା ଗଠନ ଦିଗରେ ଏକ ହୋଇ ଆଗକୁ ବଢ଼ିବା।#JaiHind #IndiaAt75 pic.twitter.com/CC6PfRoybH

    — Naveen Patnaik (@Naveen_Odisha) August 15, 2022 " class="align-text-top noRightClick twitterSection" data=" ">

ସେହିପରି ଏହି ସ୍ମରଣୀୟ ଦିନରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ବିଟ କରି ନବୀନ କହିଛନ୍ତି, ''ସ୍ବାଧୀନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା । ପ୍ରତିଟି ଭାରତୀୟଙ୍କ ପାଇଁ ଏହା ଗୌରବର ମୁହୂର୍ତ୍ତ । ସମସ୍ତଙ୍କ ମିଳିତ ଉଦ୍ୟମରେ ଓଡ଼ିଶା ଏବେ ବିକାଶର ବିଭିନ୍ନ କ୍ଷେତ୍ରରେ ଆଦର୍ଶ ସାଜିଛି । ଆସନ୍ତୁ ବିକାଶର ଧାରାକୁ ବଜାୟ ରଖିବା, ଶ୍ରେଷ୍ଠ ଓଡ଼ିଶା ଗଠନ ଦିଗରେ ଏକ ହୋଇ ଆଗକୁ ବଢ଼ିବା ।''

ରାଜ୍ୟପାଳ ଗଣେଶୀ ଲାଲ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି । ଟ୍ବିଟ କରି ରାଜ୍ୟପାଳ କହିଛନ୍ତି,'' ପବିତ୍ର ସ୍ବାଧୀନତା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା । ସ୍ବାଧୀନତା ଆମ ପାଇଁ ବିଶେଷ ଉପଲବ୍ଧି । ଓଡିଶାକୁ ଦେଶର ଅନ୍ୟତମ ଶ୍ରେଷ୍ଠ ରାଜ୍ୟରେ ପରିଣତ କରିବାକୁ ସମସ୍ତଙ୍କୁ ନିଷ୍ଠାର ସହ କାର୍ଯ୍ୟକରିବାକୁ ଆହ୍ବାନ ଦେଇଛନ୍ତି ରାଜ୍ୟପାଳ ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ପବିତ୍ର ସ୍ବାଧୀନତା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି । ସ୍ବାଧୀନତା ଦିବସରେ ଦେଶବାସୀଙ୍କୁ ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Last Updated : Aug 15, 2022, 9:38 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.