ETV Bharat / bharat

Teachers Day 2022: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ପବିତ୍ର ଗୁରୁ ଦିବସରେ ଦେଶର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

Teachers Day 2022 : ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ

author img

By

Published : Sep 5, 2022, 11:58 AM IST

ନୂଆଦିଲ୍ଲୀ: ଗୁରୁ ବ୍ରହ୍ମା ଗୁରୁ ବିଷ୍ଣୁ ଗୁରୁ ଦେବ ମହେଶ୍ୱର, ଗୁରୁ ସାକ୍ଷାତ ପରଂବ୍ରହ୍ମ ତସ୍ମୈ ଶ୍ରୀ ଗୁରବେ ନମଃ । ଆଜି ପବିତ୍ର ଗୁରୁ ଦିବସ (Teachers Day) । ଆଜ୍ଞାନ ଅନ୍ଧାରରୁ ଯିଏ ଆଲୋକ ଦେଖାଏ ସେ ହେଲେ ଗୁରୁ । ପ୍ରତ୍ୟେକଙ୍କ ଜୀବନରେ ଗୁରୁଙ୍କ ଭୂମିକା ଅତୁଳନୀୟ । ଆଜି ସେହି ଗୁରୁଙ୍କ ପାଇଁ ଦିନଟିଏ । ପବିତ୍ର ଗୁରୁ ଦିବସରେ ଦେଶର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

  • "True teachers are those who help us think for ourselves."

    On #TeachersDay, Hon’ble governor pays rich tribute to India's former President, Dr. S Radhakrishnan & salutes and appreciates all the teachers who serve the society by educating and illuminating young minds. pic.twitter.com/7W86978Por

    — Governor Odisha (@GovernorOdisha) September 5, 2022 " class="align-text-top noRightClick twitterSection" data=" ">

ପ୍ରଧାନମନ୍ତ୍ରୀ ଟ୍ବିଟ କରି କହିଛନ୍ତି ଯେ, ''ଶିକ୍ଷକ ଦିବସରେ, ଶିକ୍ଷାଦାନରେ ନିୟୋଜିତ ସମସ୍ତ ଶିକ୍ଷକଙ୍କୁ ମୋର ଶୁଭେଚ୍ଛା, ଯେଉଁମାନେ ଯୁବପିଢିଙ୍କ ମଧ୍ୟରେ ଶିକ୍ଷାକୁ ନେଇ ଉତ୍ସାହ ଭରୁଛନ୍ତି । ଏଥିସହ ପୂର୍ବତନ ରାଷ୍ଟ୍ରପତି ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ।''

  • Greetings on #TeachersDay, especially to all the hardworking teachers who spread the joys of education among young minds. I also pay homage to our former President Dr. Radhakrishnan on his birth anniversary. pic.twitter.com/WWt4q2appo

    — Narendra Modi (@narendramodi) September 5, 2022 " class="align-text-top noRightClick twitterSection" data=" ">

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ଗଣେଶୀ ଲାଲ୍‌ ଟ୍ବିଟ୍‌ ଯୋଗେ ଗୁରୁ ଦିବସର ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ବିଟ୍‌ କରି କହିଛନ୍ତି ଯେ, ''ଅଜ୍ଞାନତାର ଅନ୍ଧକାରରୁ ଜ୍ଞାନର ଆଲୋକ ଦେଖାଇ ଉଚିତ ମାର୍ଗରେ ପରିଚାଳିତ କରିବାରେ ଗୁରୁଙ୍କ ଭୂମିକା ଅତୁଳନୀୟ । ପବିତ୍ର ଗୁରୁ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ପୂର୍ବତନ ରାଷ୍ଟ୍ରପତି, ବିଶିଷ୍ଟ ଦାର୍ଶନିକ ତଥା ଶିକ୍ଷକ ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପ୍ରତି ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି ।''

  • ଅଜ୍ଞାନତାର ଅନ୍ଧକାରରୁ ଜ୍ଞାନର ଆଲୋକ ଦେଖାଇ ଉଚିତ ମାର୍ଗରେ ପରିଚାଳିତ କରିବାରେ ଗୁରୁଙ୍କ ଭୂମିକା ଅତୁଳନୀୟ। ପବିତ୍ର #ଗୁରୁଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ପୂର୍ବତନ ରାଷ୍ଟ୍ରପତି, ବିଶିଷ୍ଟ ଦାର୍ଶନିକ ତଥା ଶିକ୍ଷକ ଡ. ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ପ୍ରତି ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। #TeachersDay pic.twitter.com/EQ16EfQMwJ

    — Naveen Patnaik (@Naveen_Odisha) September 5, 2022 " class="align-text-top noRightClick twitterSection" data=" ">

ଏହା ମଧ୍ୟ ପଢନ୍ତୁ-ଆଜି ଜାତୀୟ ଶିକ୍ଷକ ପୁରସ୍କାର ବିଜେତାଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

ରାଜ୍ୟପାଳ ଟ୍ବିଟ୍‌ କରି କହିଛନ୍ତି ଯେ, "ପ୍ରକୃତ ଶିକ୍ଷକ ସିଏ, ଯିଏ ଆମକୁ ଆମ ନିଜ ବିଷୟରେ ଭାବିବାକୁ ସାହଯ୍ୟ କରିଥାନ୍ତି । ଗୁରୁ ଦିବସ ଅବସରରେ ସେ ପୂର୍ବତନ ରାଷ୍ଟ୍ରପତି ଡ.ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ଏଥିସହ ଯେଉଁ ଶିକ୍ଷକମାନେ ଆଜିର ଦିନରେ ଯୁବପିଢିଙ୍କୁ ଶିକ୍ଷା ପାଇଁ ଉତ୍ସାହିତ କରି ଅନେକଙ୍କ ଜୀବନକୁ ଆଲୋକିତ କରିଛନ୍ତି, ସେମାନଙ୍କୁ ଗୁରୁ ଦିବସର ଶୁଭେଚ୍ଛା ।"

ସେହିପରି ରବିବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁ ଦିବସର ଶୁଭେଚ୍ଛା ଜଣାଇଥିଲେ । ପ୍ରତ୍ୟେକ ଶିକ୍ଷକଙ୍କ ପାଇଁ ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନ ପ୍ରେରଣାର ଉତ୍ସ ବୋଲି କହିଥିଲେ ମୁର୍ମୁ । ରାଷ୍ଟ୍ରପତି ମୁର୍ମୁ କହିଥିଲେ, "ମହାନ ଶିକ୍ଷକ, ଦାର୍ଶନିକ ତଥା ଭାରତର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସ ଅବସରରେ ମୁଁ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି । ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଠନ ଓ ଜ୍ଞାନର ଆଲୋକ ବଣ୍ଟନ କରିବାରେ ସେ ପ୍ରତ୍ୟେକ ଶିକ୍ଷକଙ୍କ ପାଇଁ ପ୍ରେରଣାର ଉତ୍ସ ।"

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.