ଗାନ୍ଧୀନଗର: ହସ୍ପିଟାଲରେ ଭର୍ତ୍ତି ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ । ଅହମ୍ମଦାବାଦର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ହୀରା ବେନ୍ । ଗତକାଲି ରାତିରୁ ଅସୁସ୍ଥତା ଅନୁଭବ କରିଥିଲେ । ତାଙ୍କଠାରେ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଯିବା ପରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ମିଳିଛି ।
ମୋଦିଙ୍କ ମାଆ ହୀରା ବେନ୍ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ପ୍ରଧାନମନ୍ତ୍ରୀ ମୋଦିଙ୍କ ମାଆ ହୀରା ବେନ୍ ଅସୁସ୍ଥ । ଅସୁସ୍ଥତା ଅନୁଭବ କରିବାରୁ ଅହମ୍ମଦାବାଦର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଅଧିକ ପଢ଼ନ୍ତୁ
ପ୍ରଧାନମନ୍ତ୍ରୀ ମୋଦିଙ୍କ ମାଆ ହୀରା ବେନ୍