ETV Bharat / bharat

ଆଜି ପ୍ରଧାନମନ୍ତ୍ରୀଙ୍କ ଅଧକ୍ଷତାରେ ବସିବ CSIRର ଗୁରୁତ୍ବପୂର୍ଣ୍ଣ ବୈଠକ - ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆଜି ବୈଜ୍ଞାନିକ ଏବଂ ଶିଳ୍ପ ଅନୁସନ୍ଧାନ ପରିଷଦ (CSIR)ର ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ । ଭିଡିଓ କନଫରେନ୍ସି୍ଂ ଜରିଆରେ ହେବ କାର୍ଯ୍ୟକ୍ରମ । ଅଧିକ ପଢନ୍ତୁ...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
author img

By

Published : Jun 4, 2021, 7:28 AM IST

ନୂଆଦିଲ୍ଲୀ: ଆଜି ବୈଜ୍ଞାନିକ ଏବଂ ଶିଳ୍ପ ଅନୁସନ୍ଧାନ ପରିଷଦ (CSIR)ର ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ । ବୈଠକରେ ଅଧକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ସମୟ 11ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମ ହେବ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ବୈଠକରେ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଓ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଦନ ଉପସ୍ଥିତ ରହିବେ ।

ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଅଧିନରେ ସମାଜ ହେଉଛି ବୈଜ୍ଞାନିକ ଏବଂ ଶିଳ୍ପ ଅନୁସନ୍ଧାନର ଏକ ଅଂଶ । ଏହାର କାର୍ଯ୍ୟକଳାପ 37ଟି ଲ୍ୟାବରୋଟୋରୀ ଏବଂ ସମଗ୍ର ଭାରତରେ ଥିବା 39ଟି ଆଉଟରିଚ କେନ୍ଦ୍ରରେ କରାଯାଏ । ପ୍ରତିଷ୍ଠିତ ବୈଜ୍ଞାନିକ, ଶିଳ୍ପପତି ଏବଂ ବୈଜ୍ଞାନିକ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଯେଉଁମାନେ କି ସମାଜର ଏକ ଅଶଂ । ପ୍ରତିବର୍ଷ ଏହି ବୈଠକ ଜରିଆରେ ସେମାନଙ୍କ ସାକ୍ଷାତ ହୋଇଥାଏ ବୋଲି ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଜାରି ହୋଇଥିବା ବିବୃତ୍ତିରୁ ଜଣାପଡିଛି ।

@ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.