ETV Bharat / bharat

Shikshak Parv2021, ବିଦ୍ୟାଞ୍ଜଳି ପୋର୍ଟାଲ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି (ମଙ୍ଗଳବାର) ଶିକ୍ଷକ ପର୍ବର ଉଦଘାଟନୀ ଆଲୋଚନାଚକ୍ରରେ ପୂର୍ବାହ୍ନ ୧୧ଟା ରେ ଭିଡିଓ କନଫରେନ୍ସିଂ ଜରିଆରେ ଉଦବୋଧନ ଦେବେ । ଏହି ଅବସରରେ ଶିକ୍ଷା କ୍ଷେତ୍ରରେ ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ ମଧ୍ୟ କରିବେ । ଅଧିକ ପଢନ୍ତୁ...

Shikshak Parv2021
Shikshak Parv2021
author img

By

Published : Sep 7, 2021, 7:26 AM IST

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି (ମଙ୍ଗଳବାର) ଶିକ୍ଷକ ପର୍ବର ଉଦଘାଟନୀ ଆଲୋଚନାଚକ୍ରରେ ପୂର୍ବାହ୍ନ ୧୧ଟା ରେ ଭିଡିଓ କନଫରେନ୍ସିଂ ଜରିଆରେ ଉଦବୋଧନ ଦେବେ । ଏହି ଅବସରରେ ଶିକ୍ଷା କ୍ଷେତ୍ରରେ ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ ମଧ୍ୟ କରିବେ ।

ପ୍ରଧାନମନ୍ତ୍ରୀ ଭାରତୀୟ ସାଙ୍କେତିକ ଭାଷା ଶବ୍ଦ କୋଷ (ଉଭୟ ଶ୍ରାବ୍ୟ ଓ ପୁସ୍ତକ ଆକାରରେ ସାଙ୍କେତିକ ଭାଷା କୋଷ, ଦିବ୍ୟାଙ୍ଗ ମାନଙ୍କ ନିମନ୍ତେ କଥା ପୁସ୍ତକ, ଓ ଦୃଷ୍ଟିହୀନମାନଙ୍କ ନିମନ୍ତେ କଥା ପୁସ୍ତକ ସିବିଏସଇ, ଏନଆଇଏସଏଚଟିଏଚଏ ଶିକ୍ଷକ ତାଲିମ କାର୍ଯ୍ୟକ୍ରମ, ଆକଳନ ପଦ୍ଧତି ଓ ଶିକ୍ଷା ସେବା ଇତ୍ୟାଦି ନିମନ୍ତେ ବିଦ୍ୟାଞ୍ଜଳି ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରିବେ ।

ଭାରତରେ ଗୁଣାତ୍ମକ ଓ ନିରନ୍ତର ବିଦ୍ୟାଳୟ ଶିକ୍ଷା ଏବଂ ସୃଜନାତ୍ମକ ଶିକ୍ଷା ଅଭ୍ୟାସକୁ ପ୍ରୋତ୍ସାହିତ କରିବା ଓ ପ୍ରତ୍ୟେକ ସ୍ତରରେ ଶିକ୍ଷାର ଗୁଣାତ୍ମକ ମାନ ବଜାୟ ରଖିବା ପାଇଁ ଶିକ୍ଷକ ପର୍ବ-୨୦୨୧ ଆୟୋଜନ ହେଉଛି।

କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଦେଶର ସମସ୍ତ ରାଜ୍ୟର ଶିକ୍ଷା ମନ୍ତ୍ରୀ ମାନେ ଭିସି ଯୋଗେ ସାମିଲ ହେବେ ।

@ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.