ETV Bharat / bharat

ପବିତ୍ର ରାମନବମୀ ଶୁଭେଚ୍ଛା ଦେଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ - ଆଜି ପବିତ୍ର ରାମନବମୀ

ଆଜି ପବିତ୍ର ରାମନବମୀ । ଏହି ପବିତ୍ର ଦିନ ଅବସରରେ ଦେଶବାସୀଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିନନ୍ଦନ ଜଣାଇଛନ୍ତି । ଅଧିକ ପଢନ୍ତୁ

ପବିତ୍ର ରାମନବମୀ ଶୁଭେଚ୍ଛା ଦେଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

author img

By

Published : Apr 10, 2022, 10:19 AM IST

ନୂଆଦିଲ୍ଲୀ: ଆଜି ପବିତ୍ର ରାମନବମୀ । ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ରଙ୍କ ଜନ୍ମୋଉତ୍ସବ ପାଳୁଛି ଦେଶ । ଚଳ ଚଞ୍ଚଳ ହୋଇ ଉଠିଛି ସମସ୍ତ ରାମ ମନ୍ଦିର ପରିସର । ଶ୍ରଦ୍ଧାଳୁମାନେ ଭଗବାନଙ୍କୁ ଦର୍ଶନ କରୁଛନ୍ତି । ଏହି ପବିତ୍ର ଦିନ ଅବସରରେ ଦେଶବାସୀଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିନନ୍ଦନ ଜଣାଇଛନ୍ତି ।

  • सभी देशवासियों को राम नवमी की शुभकामनाएं। मर्यादा पुरुषोत्तम श्रीराम का जीवन, उनकी कर्तव्यनिष्ठा और उच्च आदर्श पूरी मानवता के लिए मार्गदर्शन और प्रेरणा के स्रोत हैं। आइए, हम सब प्रभु राम के आदर्शों को अपने जीवन में आत्मसात करते हुए राष्ट्र निर्माण में योगदान का संकल्प लें।

    — President of India (@rashtrapatibhvn) April 10, 2022 " class="align-text-top noRightClick twitterSection" data=" ">

ଟ୍ବିଟ କରି ରାଷ୍ଟ୍ରପତି କହିଛନ୍ତି ପବିତ୍ର ରାମନବମୀ ଅବସରରେ ଦେଶବାସୀଙ୍କୁ ଶୁଭକାମନା । ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ଜୀବନ ତାଙ୍କ କର୍ତ୍ତବ୍ୟନିଷ୍ଠା ଓ ଉଚ୍ଚ ଆଦର୍ଶ ସମଗ୍ର ମାନବତା ପାଇଁ ମାର୍ଗଦର୍ଶନ ଓ ପ୍ରେରଣାର ସୁତ୍ର ହେବ । ପ୍ରଭୁ ଶ୍ରୀରାମଙ୍କ ଆଦର୍ଶକୁ ଜୀବନରେ ପ୍ରୟୋଗ କରି ରାଷ୍ଟ୍ର ନିର୍ମାଣରେ ଯୋଗଦାନର ସଂକଳ୍ପ ନେବକୁ କହିଛନ୍ତି ରାଷ୍ଟ୍ରପତି ।

  • देशवासियों को रामनवमी की ढेरों शुभकामनाएं। भगवान श्रीराम की कृपा से हर किसी को जीवन में सुख, शांति और समृद्धि प्राप्त हो। जय श्रीराम!

    — Narendra Modi (@narendramodi) April 10, 2022 " class="align-text-top noRightClick twitterSection" data=" ">

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ପବିତ୍ର ଦିନରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟ୍ବିଟ କରି ମୋଦି ଲେଖିଛନ୍ତି ଭଗବାନ ଶ୍ରୀରାମଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ।

  • ପବିତ୍ର ରାମ ନବମୀ ଅବସରରେ ରାଜ୍ୟବାସୀଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନକୁ ମଙ୍ଗଳମୟ କରିବା ସହ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରି ଦେଉ। pic.twitter.com/JolspRld10

    — Naveen Patnaik (@Naveen_Odisha) April 10, 2022 " class="align-text-top noRightClick twitterSection" data=" ">

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରାମନବମୀର ଶୁଭେଚ୍ଛା ଜଣାଇଛନ୍ତି । ପବିତ୍ର ରାମନବମୀ ଅବସରରେ ରାଜ୍ୟବାସୀଙ୍କୁ ମୋର ଶୁଭେଚ୍ଛା । ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନକୁ ମଙ୍ଗଳମୟ କରିବା ସହ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରି ଦେଉ ବୋଲି କହିଛନ୍ତି ନବୀନ ।

  • ପବିତ୍ର ରାମନବମୀ ଅବସରରେ ମାନ୍ୟବର ରାଜ୍ୟପାଳ ସମସ୍ତ ଓଡ଼ିଶା ବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ ଆଶିର୍ବାଦରେ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ବୋଲି ସେ କାମନା କରିଛନ୍ତି।#Ramanavami2022 pic.twitter.com/cyD2fqN9VB

    — Governor Odisha (@GovernorOdisha) April 10, 2022 " class="align-text-top noRightClick twitterSection" data=" ">

ରାଜ୍ୟପାଳ ଗଣେଶୀ ଲାଲ ମଧ୍ୟ ରାମନବାମୀର ଅଭିନନ୍ଦନ ଜଣାଇଛନ୍ତି । ପବିତ୍ର ରାମନବମୀ ଅବସରରେ ସମସ୍ତ ଓଡ଼ିଶା ବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟପାଳ । ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରେ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ବୋଲି କାମନା କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ ।

ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ଅଧର୍ମର ବିଲୋପ ଓ ରାବଣ ସଂହାର କରିବାରୁ ପୃଥିବୀପୃଷ୍ଠରେ ଧରାପୃଷ୍ଠରେ ଅବତରଣ କରିଥିଲେ । ନିଜ ଅବତାରରେ ଶ୍ରୀରାମ ସମୂର୍ଣ୍ଣ ମାନବ ଜୀବନଯାପନ କରିଥିଲେ ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.