ETV Bharat / bharat

ଓଡିଆ ନବବର୍ଷ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଆଜି ମହାବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ । ଏନେଇ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

odia new year wish
ଓଡିଆ ନବବର୍ଷ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
author img

By

Published : Apr 14, 2023, 9:25 AM IST

Updated : Apr 14, 2023, 9:39 AM IST

ନୂଆଦିଲ୍ଲୀ: ଆଜି ପବିତ୍ର ମହାବିଷୁବ ସଂକାନ୍ତି ଏବଂ ଓଡିଆ ନବବର୍ଷ । ପ୍ରତିଟି ଓଡିଆଙ୍କ ପାଇଁ ଆଜିର ଦିନଟି ଗୁରୁତ୍ବପୂର୍ଣ୍ଣ । ପବିତ୍ର ମହାବିଷୁବ ସଂକାନ୍ତି ଓ ଓଡିଆ ନବବର୍ଷ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

  • ପବିତ୍ର ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଅଛି । ଏ ଅବସରରେ ପଣାପାଣିର ଆସର ସାଙ୍ଗକୁ ବିଭିନ୍ନ ସାରସ୍ୱତ ସଭାସମିତି ମଧ୍ୟ ଆୟୋଜିତ ହେଉଅଛି । ଏହି ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡ଼ିଶାର ପ୍ରିୟ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ଏବଂ ସୁଖସମୃଦ୍ଧି କାମନା କରୁଅଛି ।

    — President of India (@rashtrapatibhvn) April 14, 2023 " class="align-text-top noRightClick twitterSection" data=" ">

ଓଡିଆ ନବବର୍ଷ ଶୁଭେଚ୍ଛା ଜଣାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି,''ପବିତ୍ର ପଣା ସଂକ୍ରାନ୍ତି ଓଡିଶାର ପୁରପଲ୍ଲୀରେ ହସ ଉଲ୍ଲାସରେ ପାଳିତ ହେଉଛି । ଏ ଅବସରରେ ପଣାପଣିର ଆସର ସାଙ୍ଗକୁ ବିଭିନ୍ନ ସାରସ୍ବତ ସଭାସମିତି ମଧ୍ୟ ଆୟୋଜିତ ହୋଇଛି । ଏହି ଓଡିଆ ନବବର୍ଷ ଉପଲକ୍ଷେ ଓଡିଶାର ପ୍ରିୟ ଭାଇ ଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା । ସମସ୍ତଙ୍କ ସୁଖସମୃଦ୍ଧି କାମନା କରୁଛି ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ମହାବିଷୁବ ପଣା ସଂକ୍ରାନ୍ତି ଓ ଓଡିଆ ନୂଆବର୍ଷ ଶୁଭେଚ୍ଛା ଜଣାଇଛନ୍ତି । ଟ୍ବିଟ କରି କହଛନ୍ତି, ''ମହାବିଷୁବ ସଂକ୍ରାନ୍ତି ଏବଂ ଓଡିଆ ନବବର୍ଷର ଶୁଭେଚ୍ଛା । ନୂଆବର୍ଷ ଅପାର ଖୁସି ଏବଂ ଉତ୍ତମ ସ୍ବାସ୍ଥ୍ୟ ନେଇ ଆସୁ । ଆସନ୍ତା ବର୍ଷ ଆପଣଙ୍କର ସମସ୍ତ ଇଚ୍ଛା ପୂରଣ ହେଉ ।''

  • ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ନେଇ ଆସୁ। #ବନ୍ଦେଉତ୍କଳଜନନୀ pic.twitter.com/oCckKIPRHQ

    — Naveen Patnaik (@Naveen_Odisha) April 14, 2023 " class="align-text-top noRightClick twitterSection" data=" ">

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ଜରିଆରେ ମହାବିଷୁବ ସଂକାନ୍ତି ଏବଂ ଓଡିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି, ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ଏହି ନୂଆବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ନେଇ ଆସୁ ।

ଏହା ବି ପଢନ୍ତୁ...Odia New Year: ପଣା ସଂକ୍ରାନ୍ତିରୁ ବର୍ଷ ଆରମ୍ଭ, ଓଡିଆ ନବବର୍ଷ ପାଳୁଛନ୍ତି ରାଜ୍ୟବାସୀ

  • ପବିତ୍ର #ମହାବିଷୁବସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ପ୍ରଥମ ଦିନରେ ମାନ୍ୟବର ରାଜ୍ୟପାଳ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

    ଓଡ଼ିଶାକୁ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ସେ ସମସ୍ତଙ୍କୁ ଆହ୍ୱାନ ଦେଇଛନ୍ତି। pic.twitter.com/pRzfqpHNwb

    — Governor Odisha (@GovernorOdisha) April 14, 2023 " class="align-text-top noRightClick twitterSection" data=" ">

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମହାବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷରେ ଓଡିଆବାସୀଙ୍କୁ ଶୁଭେଚ୍ଛା ଓ ଅଭିନନନ୍ଦନ ଜଣାଇଛନ୍ତି । ଓଡିଶାକୁ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ଗଢି ତୋଳିବାକୁ ସମସ୍ତଙ୍କୁ ସେ ଆହ୍ବାନ ଦେଇଛନ୍ତି ।

  • ଓଡ଼ିଆ ନବବର୍ଷ ଏବଂ ପବିତ୍ର ମହାବିଷୁବ ସଂକ୍ରାନ୍ତି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ।

    ମହାପ୍ରଭୁ ଜଗନ୍ନାଥଙ୍କ କୃପା ସମସ୍ତଙ୍କ ଜୀବନ ପଥରେ ସର୍ବଦା ରହିଥାଉ ।

    ପଣାର ମଧୁର ସ୍ୱାଦ, ଲୋକଙ୍କ ଜୀବନରେ ମଧ୍ୟ ଭରିଯାଉ । pic.twitter.com/3Cpa8chOx8

    — Amit Shah (@AmitShah) April 14, 2023 " class="align-text-top noRightClick twitterSection" data=" ">

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡିଆ ନବବର୍ଷ ଶୁଭେଚ୍ଛା ଜଣାଇଛନ୍ତି । ଟ୍ବିଟ କରି ଗୃହମନ୍ତ୍ରୀ କହିଛନ୍ତି, ଓଡିଆ ନବବର୍ଷ ଓ ପବିତ୍ର ମହାବିଷୁବ ସଂକ୍ରାନ୍ତି ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା । ମହାପ୍ରଭୁ ଜଗନ୍ନାଥଙ୍କ କୃପା ସମସ୍ତଙ୍କ ଜୀବନ ପଥରେ ସର୍ବଦା ରହିଥାଉ । ପଣାର ମଧୁର ସ୍ବାଦ ଲୋକଙ୍କ ଜୀବନରେ ମଧ୍ୟ ଭରିଯାଉ ।

  • ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ହାର୍ଦ୍ଦିକ ଶୁଭେଚ୍ଛା । ନୂଆବର୍ଷ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଓଡ଼ିଆ ଜାତି ଆହୁରି ଭବ୍ୟ ଏବଂ ସମୃଦ୍ଧଶାଳୀ ହେଉ ଏବଂ ଓଡ଼ିଶା ସମ୍ପନ୍ନତାର ଶୀର୍ଷରେ ପହଞ୍ଚୁ, ଏହା କାମନା କରୁଛି । pic.twitter.com/mtb2tZdTvx

    — Dharmendra Pradhan (@dpradhanbjp) April 14, 2023 " class="align-text-top noRightClick twitterSection" data=" ">

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହାବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ ଓ ହନୁମାନ ଜୟନ୍ତୀର ଶୁଭେଚ୍ଛା ଜଣାଇଛନ୍ତି । ଟ୍ବିଟ କରି ସେ ଲେଖିଛନ୍ତି, ''ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷରେ ହାର୍ଦ୍ଦିକ ଶୁଭେଚ୍ଛା । ନୂଆବର୍ଷ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାବାଦରୁ ଓଡିଶା ଜାତି ଆହୁରି ଭବ୍ୟ ଏବଂ ସମୃଦ୍ଧଶୀଳ ହେଉ ଏବଂ ଓଡିଶା ସମ୍ପନ୍ନତାର ଶୀର୍ଷରେ ପହଞ୍ଚୁ ଏହା ହିଁ କାମନା ।

Last Updated : Apr 14, 2023, 9:39 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.