ETV Bharat / bharat

ଦେଶବାସୀଙ୍କୁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦୀପାବଳି ଶୁଭେଚ୍ଛା

author img

By

Published : Nov 4, 2021, 9:20 AM IST

ଆଜି ଆଲୋକର ପର୍ବ ଦୀପାବଳି । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅଧିକ ପଢନ୍ତୁ...

ଦେଶବାସୀଙ୍କୁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦୀପାବଳି ଶୁଭେଚ୍ଛା
ଦେଶବାସୀଙ୍କୁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦୀପାବଳି ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ଆଲୋକର ପର୍ବ ଦୀପାବଳି । ଦୀପ ଓ ରଙ୍ଗୀନ ଆଲୋକମାଳାରେ ଝଲସି ଉଠିଛି ପୁରପଲ୍ଲୀ । ପ୍ରତିଟି ହିନ୍ଦୁ ପରିବାରରେ ପାଳିତ ହେଉଥିବା ଏକ ପ୍ରମୁଖ ପର୍ବ ଦୀପାବଳୀ । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଦୀପାବଳି ଶୁଭ ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଶୁଭେଚ୍ଛା ଜଣାଉଛି । ଖରାପ ଉପରେ ଭଲ ଏବଂ ଅନ୍ଧକାର ଉପରେ ଆଲୋକର ବିଜୟର ପର୍ବ ଦୀପାବଳି । ଆସନ୍ତୁ ସମସ୍ତେ ଏକାଠି ହେବା, ଏହି ପର୍ବକୁ ଏକ ସ୍ବଚ୍ଛ ଏବଂ ନିରାପଦ ଉପାୟରେ ପାଳନ କରିବା ଏବଂ ପରିବେଶର ସୁରକ୍ଷା ପାଇଁ ସହଯୋଗ କରିବାକୁ ପ୍ରତିଶ୍ରୁତି ନେବା ବୋଲି ଟ୍ବିଟ କରି କହିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

  • दीपावली के शुभ अवसर पर मैं सभी देशवासियों को बधाई और शुभकामनाएं देता हूं। दीपावली बुराई पर अच्‍छाई की और अंधकार पर प्रकाश की विजय का पर्व है। आइए, हम सब मिलकर, इस त्‍योहार को स्‍वच्‍छ और सुरक्षित तरीके से मनाएं और पर्यावरण की रक्षा में योगदान करने का संकल्‍प लें।

    — President of India (@rashtrapatibhvn) November 4, 2021 " class="align-text-top noRightClick twitterSection" data=" ">

ସେହିପରି ପବିତ୍ର ଦୀପାବଳି ଅବସରେ ଦେଶବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା । ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ ସମୃଦ୍ଧି ଓ ସୌଭାଗ୍ୟ ଆଣି ଦେଉ ବୋଲି କହିଛନ୍ତି ଟ୍ବିଟ କରି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅନ୍ୟପଟେ ଶୁଭ ଦୀପାବଳି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଖୁସିର ଏହି ମହାପର୍ବ ସମସ୍ତଙ୍କ ଜୀବନରେ ନୂଆ ଆଶା, ସମୃଦ୍ଧିରେ ଆଲୋକିତ ହେଉ ବୋଲି ଟ୍ବିଟ କରି କହିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ।

  • दीपावली के पावन अवसर पर देशवासियों को हार्दिक शुभकामनाएं। मेरी कामना है कि यह प्रकाश पर्व आप सभी के जीवन में सुख, संपन्नता और सौभाग्य लेकर आए।

    Wishing everyone a very Happy Diwali.

    — Narendra Modi (@narendramodi) November 4, 2021 " class="align-text-top noRightClick twitterSection" data=" ">
  • सभी को "दीपावली" की हार्दिक शुभकामनाएं।

    प्रकाश व खुशियों का यह महापर्व सभी के जीवन को नई उर्जा, प्रकाश, आरोग्य और समृद्धि से आलोकित करे। pic.twitter.com/RwwXv3nB0A

    — Amit Shah (@AmitShah) November 4, 2021 " class="align-text-top noRightClick twitterSection" data=" ">

ଅନ୍ୟପଟେ ଶୁଭ ଦୀପାବଳି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା' କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ । ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହୁଅନ୍ତୁ । ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି ଟ୍ବିଟ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ବିକାଶର ଆଲୋକରେ ସମସ୍ତଙ୍କ ଜୀବନକୁ ଉଦଭାସିତ କରିବା ପାଇଁ ଆସନ୍ତୁ ସକଳ୍ପବଦ୍ଧ ହୋଇ କାମ କରିବା । ଓଡିଶାର ଗୌରବକୁ ନୂତନ ଶିଖରରେ ପହଞ୍ଚାଇବା ।

  • ମା' କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହୁଅନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ। #ଶୁଭଦୀପାବଳି pic.twitter.com/UeMQunUXdE

    — Naveen Patnaik (@Naveen_Odisha) November 4, 2021 " class="align-text-top noRightClick twitterSection" data=" ">

ଆଲୋକର ପର୍ବ ଦୀପାବଳୀରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଗଣେଶୀ ଲାଲ । ଏହି ପର୍ବ ଅବସରରେ ରାଜ୍ୟବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଶୁଭକାମନା । ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରି ଯାଉ । କୋରୋନା ମହାମାରୀ ପ୍ରକୋପ ହ୍ରାସ ପାଉଥିଲେ ମଧ୍ୟ ଶେଷ ହୋଇନାହିଁ । ଏଣୁ ଦାୟିତ୍ବପୂର୍ଣ୍ଣ ଆଚରଣ ସହ ଉତ୍ସବ ପାଳନ କରିବାକୁ ଅନୁରୋଧ କରିଛନ୍ତି ରାଜ୍ୟପାଳ ।

  • May this festival of light brings in lots of success, happiness and prosperity to you and your family.

    Hon'ble Governor wishes everyone a very #HappyDeepavali.

    ଆଲୋକର ପର୍ବ ପବିତ୍ର ଦୀପାବଳୀ ଉପଲକ୍ଷେ ସମଗ୍ର ଓଡିଶାବାସୀଙ୍କୁ ମାନ୍ୟବର ରାଜ୍ୟପାଳ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। #ଶୁଭଦୀପାବଳି pic.twitter.com/geNQwHZjYI

    — Governor Odisha (@GovernorOdisha) November 4, 2021 " class="align-text-top noRightClick twitterSection" data=" ">

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.