ନୂଆଦିଲ୍ଲୀ: ୟୁକ୍ରେନ ସଙ୍କଟ ଉପରେ ଭାରତର ତତ୍ପରତା । ୟୁକ୍ରେନ ସଙ୍କଟ ଉପରେ ଭାରତର ତତ୍ପରତା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଜରୁରୀକାଳୀନ ବୈଠକ ଆରମ୍ଭ। ବୈଠକରେ ଉପସ୍ଥିତ ରହିବେ ବୈଦେଶିକ ମନ୍ତ୍ରୀ, କ୍ୟାବିନେଟ ସେକ୍ରେଟାରୀ ଓ ଅନ୍ୟ ଅଧିକାରୀ ଉପସ୍ଥିତ ରହିବେ। ଋଷ ଓ ୟୁକ୍ରେନ ଯୁଦ୍ଧ ପରିପ୍ରକ୍ଷୀରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଏହି ବୈଠକ ।
-
#WATCH Prime Minister Narendra Modi chairs meeting of the Cabinet Committee on Security (CCS) pic.twitter.com/9lvHMRi1bT
— ANI (@ANI) February 24, 2022 " class="align-text-top noRightClick twitterSection" data="
">#WATCH Prime Minister Narendra Modi chairs meeting of the Cabinet Committee on Security (CCS) pic.twitter.com/9lvHMRi1bT
— ANI (@ANI) February 24, 2022#WATCH Prime Minister Narendra Modi chairs meeting of the Cabinet Committee on Security (CCS) pic.twitter.com/9lvHMRi1bT
— ANI (@ANI) February 24, 2022
ଅନ୍ୟପଟେ ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା କରୁଥିବା ବେଳେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମାଳା ସୀତାରମଣ ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଏଥିରେ ଉପସ୍ଥିତ ରହିଛନ୍ତି । ତେବେ ଏହି ବୈଠକରେ କଣ ନିଷ୍ପତ୍ତି ନିଆଯିବ ଏହା ଉପରେ ସମସ୍ତଙ୍କ ନଜର ରହିଛି ।
ତେବେ କିଛି ସମୟ ପୂର୍ବରୁ ୟୁକ୍ରେନ ଦୂତାବାସ ପକ୍ଷରୁ ଶାନ୍ତି ପାଇଁ ଭାରତର ହସ୍ତକ୍ଷେପ ଲୋଡିଥିଲା । ଏହି ବୈଠକରେ ନିଆଯାଇ ପାରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ବୈଠକରେ ଉପସ୍ଥିତ ରହିବେ ବୈଦେଶିକ ମନ୍ତ୍ରୀ, କ୍ୟାବିନେଟ ସେକ୍ରେଟାରୀ ଓ ଅନ୍ୟ ଅଧିକାରୀ ଉପସ୍ଥିତ ରହିବେ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ