ETV Bharat / bharat

UP Road Accident: କାରକୁ ସାମ୍ନାରୁ ଧକ୍କା ଦେଲା ଟ୍ରକ, ଚାଲିଗଲା 9 ଜୀବନ

author img

By

Published : May 22, 2022, 11:51 AM IST

Updated : May 22, 2022, 11:56 AM IST

ସିଦ୍ଧାର୍ଥନଗରରେ ଭୟଙ୍କର ସଡକ ଦୁର୍ଘଟଣା । ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଥିବା ସୂଚନା । ଅଧିକ ପଢନ୍ତୁ

ଟ୍ରକକୁ ପିଟିଲା କାର , ୯ ମୃତ ୩ ଆହତ
ଟ୍ରକକୁ ପିଟିଲା କାର , ୯ ମୃତ ୩ ଆହତ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ସିଦ୍ଧାର୍ଥନଗରରେ ଭୟଙ୍କର ସଡକ ଦୁର୍ଘଟଣା । ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଥିବା ସୂଚନା । ୧୧ଜଣ ଯାତ୍ରୀଙ୍କୁ ନେଇ ଏକ କାର ବିବାହରେ ଯୋଗ ଦେଇ ଫେରୁଥିବା ବେଳେ ସିଦ୍ଧାର୍ଥ ନଗରରେ ରାସ୍ତା କଡରେ ଥିବା ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।

  • उत्तर प्रदेश के सिद्धार्थनगर में हुआ सड़क हादसा अत्यंत पीड़ादायक है। मेरी संवेदनाएं शोकाकुल परिजनों के साथ हैं। ईश्वर उन्हें इस अपार दुख को सहने की शक्ति प्रदान करे। इसके साथ ही मैं सभी घायलों के शीघ्र स्वस्थ होने की कामना करता हूं: PM @narendramodi

    — PMO India (@PMOIndia) May 22, 2022 " class="align-text-top noRightClick twitterSection" data=" ">

ଏହି ଦୁଃଖଦ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକପ୍ରକାଶ ପ୍ରକାଶ କରିବା ସହ ମୃତକଙ୍କ ପରିବାରଙ୍କୁ ୨ଲକ୍ଷ ଓ ଆହତଙ୍କ ପରିବାରକୁ ୫୦ ହଜାର ସହାୟତା ରାଶି ଘୋଷଣା କରିଛନ୍ତି । ଏନେଇ ଟ୍ବିଟ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ଦୁର୍ଘଟଣାରେ ଗଭୀର ଶୋକବ୍ୟକ୍ତ କରିବା ସହ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି ।

Last Updated : May 22, 2022, 11:56 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.