ETV Bharat / bharat

ବସ-ଟ୍ରକ ମୁହାଁମୁହିଁ ଧକ୍କା, ୬ ମୃତ

ଉତ୍ତର ପ୍ରଦେଶର ବାହାରାଇଚରେ ଭୟଙ୍କର ସଡକ ଦୁର୍ଘଟଣା । ବସ-ଟ୍ରକ ମୁହାଁମୁହିଁ ଧକ୍କା ହୋଇ ୬ଜଣଙ୍କ ମୃତ୍ୟୁ ସୂଚନା । ଅଧିକ ପଢନ୍ତୁ

ସଡକ ଦୁର୍ଘଟଣା
ସଡକ ଦୁର୍ଘଟଣା
author img

By

Published : Nov 30, 2022, 8:57 AM IST

ଲକ୍ଷ୍ନୌ: ଉତ୍ତର ପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବସ-ଟ୍ରକ ମୁହାଁମୁହିଁ ଧକ୍କା ହୋଇ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ଜଣ ଆହତ ହୋଇଥିବା ସୂଚନା ରହିଛି ।

  • Bahraich, Uttar Pradesh | Six people died and 15 injured in a collision between a Roadways bus and a truck in Tappe Sipah, Bahraich, confirms SHO Rajesh Singh. The injured have been sent to a hospital. The cause of the accident is yet to be ascertained. Police present at the spot pic.twitter.com/A5MPOomd05

    — ANI UP/Uttarakhand (@ANINewsUP) November 30, 2022 " class="align-text-top noRightClick twitterSection" data=" ">

ସୂଚନାଅନୁସାରେ, ଉତ୍ତର ପ୍ରଦେଶ ବାହାରାଇଚର ତପେ ସିପାରେ ବସ ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ଜଣ ଆହତ ହୋଇଛନ୍ତି । ଏନେଇ ବାହାରାଇଚ SHO ରାଜେଶ ସିଂ ସୂଚନା ଦେଇଛନ୍ତି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଛି । ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇନଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି । ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।

ଏହା ମଧ୍ୟ ପଢନ୍ତୁ: ରେଡି ଟୁ ଇଟ୍ ରାଇସ୍: ଫାଷ୍ଟଫୁଡ୍ ମ୍ୟାଗି-ଚାଓମିନ୍ ଭଳି ଫଟାଫଟ୍ ହେବ ଭାତ, ରହିଛି ଭରପୁର ଔଷଧୀୟ ଗୁଣ

ସୂଚନାଯୋଗ୍ୟ ଯେ, ଗତକାଲି(ମଙ୍ଗଳବାର) ଉତ୍ତର ପ୍ରଦେଶର ଏକ ଫର୍ଣ୍ଣିଚର ଗୋଦାମରେ ନିଆଁ ଲାଗି ଗୋଟିଏ ପରିବାରର ୬ଜଣଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସହାୟତା ରାଶି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.