ETV Bharat / bharat

ଗୋଟିଏ ପରିବାରର 6 ସଦସ୍ୟଙ୍କ ଆତ୍ମହତ୍ୟା ଉଦ୍ୟମ ; 3 ମୃତ, 3 ଗୁରୁତର

ଗୁଜୁରାଟର ଭଦଦୋରା ଜିଲ୍ଲାରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ଆତ୍ମହତ୍ୟା ଉଦ୍ୟମ କଲେ ଗୋଟିଏ ପରିବାରର 6 ସଦସ୍ୟ । ଅଧିକ ପଢନ୍ତୁ....

author img

By

Published : Mar 3, 2021, 6:49 PM IST

ଗୋଟିଏ ପରିବାରର 6 ସଦସ୍ୟଙ୍କ ଆତ୍ମହତ୍ୟା ଉଦ୍ୟମ ; 3 ମୃତ, 3 ଗୁରୁତ୍ତର

ଅହମ୍ମଦାବାଦ: ଗୁଜୁରାଟର ଭଦଦୋରା ଜିଲ୍ଲାରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ଗୋଟିଏ ପରିବାର 6 ସଦସ୍ୟ ଆତ୍ମହତ୍ୟା ଉଦ୍ୟମ କରିଥିବା ଘଟଣା ସାମ୍ନାକୁ ଆସିଛି । ଏହି ଘଟଣାରେ 3 ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ 3 ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

ମୃତ 3 ଜଣଙ୍କ ମଧ୍ୟରେ ଜଣେ ଶିଶୁକନ୍ୟା ରହିଛି । ହସ୍ପିଟାଲରେ ଭର୍ତ୍ତି ହୋଇଥିବା 3 ଜଣଙ୍କ ଅବସ୍ଥା ବର୍ତ୍ତମାନ ସଂଙ୍କଟାପନ୍ନ ଥିବା ସୂଚନା ରହିଛି । ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନଥିବାବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.