ETV Bharat / bharat

ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

author img

By

Published : Jun 20, 2022, 6:58 PM IST

ହସ୍ପିଟାଲରୁ ଡିସଚାର୍ଜ ହେଲେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ଅଧିକ ପଢନ୍ତୁ

ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ
ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

ନୂଆଦିଲ୍ଲୀ: କୋଭିଡ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା କଂଗ୍ରେସ ଅନ୍ତରୀଣା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆଜି ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ସୋନିଆଙ୍କ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ଆସିବା ପରେ ତାଙ୍କୁ ଡିସଚାର୍ଜ ହସ୍ପିଟାଲ କର୍ତ୍ତୃପକ୍ଷ ଡିସଚାର୍ଜ କରିଥିବା ଦଳର ବରିଷ୍ଠ ନେତା ଜୟରାମ ରମେଶ ସୂଚନା ଦେଇଛନ୍ତି ।

  • Congress President Smt. Sonia Gandhi has been discharged from Sir Ganga Ram Hospital this evening and advised rest at home.

    — Jairam Ramesh (@Jairam_Ramesh) June 20, 2022 " class="align-text-top noRightClick twitterSection" data=" ">
  • "Congress President Sonia Gandhi has been discharged from Sir Ganga Ram Hospital and is advised to take rest," tweeted Jairam Ramesh, Congress General Secretary in-charge Communications

    — ANI (@ANI) June 20, 2022 " class="align-text-top noRightClick twitterSection" data=" ">

ନ୍ୟାସନାଲ ହେରାଲ୍ଡ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିକଟରେ ହାଜର ହେବା ପାଇଁ ସମନ ପାଇଥିଲେ ସୋନିଆ । ଚଳିତ ମାସ 8 ତାରିଖରେ ତାଙ୍କୁ ଜେରା ପାଇଁ ଡକାଯାଇଥିଲା । ତାହା ପୂର୍ବରୁ ସେ କୋଭିଡରେ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା । ପ୍ରଥମେ ଗୃହ ସଙ୍ଗରୋଧ ପରେ ଜଟିଳତା ପ୍ରକାଶ ପାଇବାରୁ ତାଙ୍କୁ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଆଜି ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.