ହାଇଦ୍ରାବାଦ: ପୁଣି ରାଜଧାନୀ ଦିଲ୍ଲୀ-ଏନସିଆର ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି । ଏହାର ତୀବ୍ରତା ରିକ୍ଟର ସ୍କେଲରେ 5.8 ମାଗ୍ନିଚ୍ୟୁଡ ରେକର୍ଡ କରିଛି ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) । ଆଜି ଅପରାହ୍ନ ପ୍ରାୟ 2.30ରେ ଏହି ଭୂକମ୍ପ ଅନୁଭୂତ ହୋଇଛି । ନିକଟରେ ଦିଲ୍ଲୀରେ ହୋଇଥିବା ଏକାଧିକ ଭୂକମ୍ପ ଠାରୁ ଏହାର ମାତ୍ରା ସାମାନ୍ୟ ଅଧିକ ଥିଲେ ସୁଦ୍ଧା କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିନି ।
-
Earthquake of Magnitude:5.8, Occurred on 24-01-2023, 14:28:31 IST, Lat: 29.41 & Long: 81.68, Depth: 10 Km ,Location: Nepal for more information Download the BhooKamp App https://t.co/gSZOFnURgY@ndmaindia @Indiametdept @Dr_Mishra1966 @Ravi_MoES @OfficeOfDrJS @PMOIndia pic.twitter.com/y1Ak7VbvFB
— National Center for Seismology (@NCS_Earthquake) January 24, 2023 " class="align-text-top noRightClick twitterSection" data="
">Earthquake of Magnitude:5.8, Occurred on 24-01-2023, 14:28:31 IST, Lat: 29.41 & Long: 81.68, Depth: 10 Km ,Location: Nepal for more information Download the BhooKamp App https://t.co/gSZOFnURgY@ndmaindia @Indiametdept @Dr_Mishra1966 @Ravi_MoES @OfficeOfDrJS @PMOIndia pic.twitter.com/y1Ak7VbvFB
— National Center for Seismology (@NCS_Earthquake) January 24, 2023Earthquake of Magnitude:5.8, Occurred on 24-01-2023, 14:28:31 IST, Lat: 29.41 & Long: 81.68, Depth: 10 Km ,Location: Nepal for more information Download the BhooKamp App https://t.co/gSZOFnURgY@ndmaindia @Indiametdept @Dr_Mishra1966 @Ravi_MoES @OfficeOfDrJS @PMOIndia pic.twitter.com/y1Ak7VbvFB
— National Center for Seismology (@NCS_Earthquake) January 24, 2023
ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, 2.28 ରେ ଏହି ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ଦିଲ୍ଲୀ ଓ ଏନସିଆର ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଛି । ଏହି ଭୂକମ୍ପର ଉତ୍ପତିସ୍ଥଳ ପଶ୍ଚିମ ନେପାଳରେ ରହିଛି । ଭୁପୃଷ୍ଠର ପ୍ରାୟ 10 କିଲୋମିଟର ତଳେ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ରହିଥିବା ସଂସ୍ଥା କହିଛି । ଦିଲ୍ଲୀ କିମ୍ବା ଆଖପାଖ କୌଣସି ସ୍ଥାନରୁ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳନି । ନିକଟରେ ମଧ୍ୟ ଦିଲ୍ଲୀରେ କ୍ରମାଗତ ମୃଦୁ ଭୂକମ୍ପ ଅନୁଭୂତ ହୋଇଥିଲା । କୌଣସି କ୍ଷୟକ୍ଷତି ହୋଇନଥିଲା । ତେବେ ଭୌଗଳିକ ପରିବର୍ତ୍ତନ ଫଳରେ ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଭାରତରେ ବିଭିନ୍ନ ସମୟରେ ଭୂକମ୍ପ ଅନୁଭୂତ ହେବାରେ ଲାଗିଛ ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ