ETV Bharat / bharat

ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର ପାଇଁ ଆବେଦନ ଆହ୍ୱାନ - Subhash Chandra Bose Aapda Prabandhan Puruskar Award

ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ନିଃସ୍ବାର୍ଥ ସେବା ପାଇଁ ଭାରତ ସରକାର ବିଭିନ୍ନ ସଂସ୍ଥା ଏବଂ ବ୍ୟକ୍ତିବିଶେଷଙ୍କୁ ‘ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର’ ପ୍ରଦାନ କରି ଆସୁଛନ୍ତି । ଚଳିତ ବର୍ଷ ଏହି ପୁରସ୍କାର ପ୍ରଦାନ ପାଇଁ ଆବେଦନ ଆରମ୍ଭ ହୋଇଛି । ପୁରସ୍କାର ପାଇଁ ନାମାଙ୍କନ ଆରମ୍ଭ ହୋଇସାରିଥିବା ବେଳେ ଏଥିପାଇଁ ଆବେଦନର ଶେଷ ତାରିଖ ୩୧ ଅଗଷ୍ଟ ୨୦୨୨ ରହିଛି । ଅଧିକ ପଢନ୍ତୁ

Etv Bhaସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର ପାଇଁ ଆବେଦନ ଆହ୍ବାନrat

author img

By

Published : Aug 3, 2022, 7:56 PM IST

ନୂଆଦିଲ୍ଲୀ: ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ନିଃସ୍ବାର୍ଥ ସେବା ପାଇଁ ଭାରତ ସରକାର ବିଭିନ୍ନ ସଂସ୍ଥା ଏବଂ ବ୍ୟକ୍ତିବିଶେଷଙ୍କୁ ‘ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର’ ପ୍ରଦାନ କରି ଆସୁଛନ୍ତି । ଚଳିତ ବର୍ଷ ଏହି ପୁରସ୍କାର ପ୍ରଦାନ ପାଇଁ ଆବେଦନ ଆରମ୍ଭ ହୋଇଛି । ପୁରସ୍କାର ପାଇଁ ନାମାଙ୍କନ ଆରମ୍ଭ ହୋଇସାରିଥିବା ବେଳେ ଏଥିପାଇଁ ଆବେଦନର ଶେଷ ତାରିଖ ୩୧ ଅଗଷ୍ଟ ୨୦୨୨ ରହିଛି ।

ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ନିଃସ୍ବାର୍ଥପର ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତିବିଶେଷ ଏବଂ ସଂସ୍ଥା ଏହି ପୁରସ୍କାର ପାଇଁ ଚଳିତ ମାସ ୩୧ ତାରିଖ ସୁଦ୍ଧା ପୁରସ୍କାର ପାଇବାକୁ ଆବେଦନ କରିପାରିବେ । ଇଛୁକ ସଂସ୍ଥା ଓ ବ୍ୟକ୍ତି ବିଶେଷ http://awards.gov.in ଏବଂ http://ndma.gov.in ୱେବସାଇଟରେ ନାମାଙ୍କନ ଦାଖଲ କରିପାରିବେ ।

ପ୍ରତିବର୍ଷ ଜାନୁଆରୀ ୨୩ ତାରିଖ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଉପଲକ୍ଷେ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ । ଚଳିତ ବର୍ଷର ପୁରସ୍କାର ୨୩ ଜାନୁଆରୀ ୨୦୨୩ ରେ ପ୍ରଦାନ କରାଯିବ । ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବ୍ୟକ୍ତିବିଶେଷଙ୍କୁ ପୁରସ୍କାର ସ୍ବରୂପ ୫ ଲକ୍ଷ ଟଙ୍କା ଏବଂ ପ୍ରମାଣପତ୍ର ପ୍ରଦାନ କରାଯିବ । ଏହି କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥାକୁ ୫୧ ଲକ୍ଷ ଟଙ୍କା ସହିତ ଏକ ପ୍ରମାଣପତ୍ର ପ୍ରଦାନ କରାଯିବ ।

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.