ETV Bharat / bharat

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେରଳ ମୁଖ୍ୟମନ୍ତ୍ରୀ, ମାଗିଲେ 50 ଲକ୍ଷ ଡୋଜ ଟିକା

author img

By

Published : Apr 13, 2021, 11:41 AM IST

କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖିଲେ କେରଳ ମୁଖ୍ୟମନ୍ତ୍ରୀ। ଅଧିକ ପଢନ୍ତୁ....

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେରଳ ମୁଖ୍ୟମନ୍ତ୍ରୀ
କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେରଳ ମୁଖ୍ୟମନ୍ତ୍ରୀକେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେରଳ ମୁଖ୍ୟମନ୍ତ୍ରୀକେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେରଳ ମୁଖ୍ୟମନ୍ତ୍ରୀକେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେରଳ ମୁଖ୍ୟମନ୍ତ୍ରୀକେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେରଳ ମୁଖ୍ୟମନ୍ତ୍ରୀକେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେରଳ ମୁଖ୍ୟମନ୍ତ୍ରୀ

ଥୁରୁଅନନ୍ତପୁରମ: କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖିଲେ କେରଳ ମୁଖ୍ୟମନ୍ତ୍ରୀ । ତୁରନ୍ତ କେରଳକୁ 50 ଲକ୍ଷ ଡୋଜର ଟିକା ପଠାଇବାକୁ ଚିଠିରେ ଅନୁରୋଧ କରିଛନ୍ତି କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ । କେରଳରେ ବର୍ତ୍ତମାନ କୋଭିଡ ସଂକ୍ରମଣ ଉତ୍କଟ ସ୍ଥିତିରେ ଥିବାଯୋଗୁ ତୁରନ୍ତ ଟିକା ଆବଶ୍ୟକ ଥିବା ଜଣାଇଛନ୍ତି ବିଜୟନ ।

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେରଳ ମୁଖ୍ୟମନ୍ତ୍ରୀ
କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେରଳ ମୁଖ୍ୟମନ୍ତ୍ରୀ

ବିଜୟନ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ରାଜ୍ୟରେ ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍ବତନ୍ତ୍ର ଡ୍ରାଇଭ ଆରମ୍ଭ କରିବାକୁ ଯାଉଛନ୍ତି । ଏହା ପାଇଁ 45 ଦିନର ଏକ ଆକ୍ସନ ପ୍ଲାନ ମଧ୍ୟ କେରଳ ସରକାରଙ୍କ ଦ୍ବାରା ପ୍ରସ୍ତୁତ ହୋଇଛି । ଯେଉଁଥିରେ ଦିନକୁ ପ୍ରାୟ 2 ଲକ୍ଷ ବ୍ୟକ୍ତିଙ୍କୁ ଟିକା ପ୍ରଦାନ କରିବାର ଲକ୍ଷ ରଖାଯାଇଛି । ରାଜ୍ୟରେ ବର୍ତ୍ତମାନ ଟିକା ମଧ୍ୟ ଯଥେଷ୍ଟ ପରିମାଣରେ ନାହିଁ । ତେଣୁ କେନ୍ଦ୍ର ଖୁବ ଶିଘ୍ର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ 50 ଲକ୍ଷ କୋଭିଡ ଟିକା ପ୍ରଦାନ କରାଯିବା ପାଇଁ ଚିଠିରେ ଉଲ୍ଲେଖ କରାଛନ୍ତି ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ।

ତେବେ ସାରା ଦେଶରେ ମହାରାଷ୍ଟ୍ର ପରେ କରେଳରେ କୋରୋନା ସଂକ୍ରମଣର ଦ୍ବିତୀୟ ଲହର ଉଦବେଗ ଜନକ ସ୍ଥିତି ସୃଷ୍ଟି କରିଛି ।

@ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.