ETV Bharat / bharat

TOP NEWS 1PM, ଦେଖନ୍ତୁ ବର୍ତ୍ତମାନର ବଡ଼ ଖବର - ବର୍ତ୍ତମାନର ବଡ଼ ଖବର

ନଜର ପକାନ୍ତୁ NEWS AT 1pmର କେତେକ ଗୁରୁତ୍ବପୂର୍ଣ୍ଣ ଖବର ଉପରେ

TOP NEWS 1PM, ଦେଖନ୍ତୁ ବର୍ତ୍ତମାନର ବଡ଼ ଖବର

author img

By

Published : Aug 18, 2022, 1:04 PM IST

1-ମହାପ୍ରଭୁଙ୍କ ଜନ୍ମାଷ୍ଟମୀ ନୀତି, ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ

ଆଜି ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ଏଥିପାଇଁ ସକାଳୁ ସକାଳୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ ଜମିଛି ।

2-ଅପରାହ୍ନରେ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଆଜି ଅପରାହ୍ନରେ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

3-ରାଜ୍ୟବାସୀଙ୍କୁ ପବିତ୍ର ଜନ୍ମାଷ୍ଟମୀ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ପବିତ୍ର ଜନ୍ମାଷ୍ଟମୀ । ଭଗବାନ କୃଷ୍ଣଙ୍କ ଜନ୍ମଦିନରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ୍‌ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

4-ବନ୍ୟା ପରିସ୍ଥିତିରେ ଖରିଫ ଫସଲର ପରିଚାଳନା ଓ ସୁରକ୍ଷା ପାଇଁ ବ୍ୟାପକ ପଦକ୍ଷେପ

ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ବନ୍ୟା ସ୍ଥିତି । ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିରେ ଖରିଫ ଫସଲର ପରିଚାଳନା ଏବଂ ସୁରକ୍ଷା ନିମନ୍ତେ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି ।

5-ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, 24 ଘଣ୍ଟାରେ ଅବପାତ ସମ୍ଭାବନା

ଉତ୍ତର-ପୂର୍ବ ଏବଂ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l

6-ଜମ୍ମୁରେ ଗୁଳିକାଣ୍ଡ, ପାକିସ୍ତାନୀ କଏଦୀ ମୃତ ପୋଲିସ କର୍ମଚାରୀ ଆହତ

ଜମ୍ମୁ ଜିଲ୍ଲାରେ ଘଟିଥିବା ଗୁଳିକାଣ୍ଡରେ ଜଣେ ପାକିସ୍ତାନୀ କଏଦୀର ମୃତ୍ୟୁ । ତେବେ ଗୁଳିକାଣ୍ଡରେ ଜଣେ ପୋଲିସ କର୍ମଚାରୀ ଆହତ ।

7-କାଶୀରେ କୃଷ୍ଣ ଲୀଳା, କହ୍ନେଇ ସହ ରାସଲୀଳାରେ ନିମଗ୍ନ ଯୁବତୀ

ଆଜି ପବିତ୍ର ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଆଜି ଜନ୍ମ ଉତ୍ସବ । ଦେଶବ୍ୟାପି ଏ ଉତ୍ସବକୁ ବେଶ ଧୁମଧାମରେ ପାଳନ କରାଯାଉଛି । ପବିତ୍ର ଜନ୍ମାଷ୍ଟମୀ ଅବସରରେ କାଶୀର ମିସ ମାଣ୍ତ ମିସେସ ବନାରଶ କ୍ଲବ ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ପାଳନ କରାଯାଇଛି ।

8-Shehnaaz Raghav Dating Rumours, ମୁହଁ ଖୋଲିଲେ ଶେହନାଜ ଗିଲ୍‌

ନିକଟରେ ଶେହନାଜଙ୍କୁ ନେଇ ଏକ ଖବର ଆସିଥିଲା ​​କି, ସେ କୋରିଓଗ୍ରାଫର ରାଘବ ଜୁୟାଲଙ୍କୁ ଡେଟ୍‌ କରୁଛନ୍ତି । ଏହି ଖବର ଭାଇରାଲ ହେଲା ପରେ ଏବେ ଶେହନାଜ ଗିଲ ନିଜେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ।

9-IND vs ZIM 1st ODI, ଟସ୍‌ ଜିତି ଭାରତର ଫିଲ୍ଡିଂ ନିଷ୍ପତ୍ତି

ଆଜିଠୁ ଭାରତ ଓ ଜିମ୍ବାୱେ ମଧ୍ୟରେ ତିନିଟିକିଆ ଦିନିକିଆ ସିରିଜ ଆରମ୍ଭ । ପ୍ରଥମ ମ୍ୟାଚ୍‌ରେ ଟସ୍‌ ଜିତି ଭାରତର ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ।

10-୫ ବର୍ଷର କ୍ରିକେଟ କାର୍ଯ୍ୟସୂଚୀ ଘୋଷଣା କଲା ICC

୧୮ ଅଗଷ୍ଟ ୨୦୨୨ ମସିହାରୁ ୨୦୨୭ ମସିହା ପର୍ଯ୍ୟନ୍ତ କ୍ରିକେଟ କାର୍ଯ୍ୟସୂଚୀକୁ ଘୋଷଣା କରିଛି ଆଇସିସି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.