ETV Bharat / bharat

TOP NEWS@3PM: ଦେଖନ୍ତୁ ବର୍ତ୍ତମାନର ବଡ ଖବର - ଆଜିର ବଡ଼ ଖବର

ନଜର ପକାନ୍ତୁ TOP NEWS@3PM ର କେତେକ ଗୁରୁତ୍ବପୂର୍ଣ୍ଣ ଖବର ଉପରେ

TOP NEWS@3PM: ଦେଖନ୍ତୁ ବର୍ତ୍ତମାନର ବଡ ଖବର
TOP NEWS@3PM: ଦେଖନ୍ତୁ ବର୍ତ୍ତମାନର ବଡ ଖବର
author img

By

Published : May 31, 2022, 3:05 PM IST

୧. Rajya Sabha Election: ନାମାଙ୍କନ ଭରିଲେ 4 ବିଜେଡି ପ୍ରାର୍ଥୀ

ରାଜ୍ୟସଭା ପାଇଁ ନାମାଙ୍କନ ଭରିଛନ୍ତି 4 ବିଜେଡି ପ୍ରାର୍ଥୀ । ସୁଲତା ଦେଓ, ମାନସ ମଙ୍ଗରାଜ, ନିରଞ୍ଜନ ବିଶି ଓ ସସ୍ମିତ ପାତ୍ର ବିଧାନସଭା ପ୍ରକୋଷ୍ଠରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

୨. Brajarajnagar ByPoll: ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ୍‌ ଦେଲେ ନୂଆ ଭୋଟର

ଆଜି ବ୍ରଜରାଜନଗର ଉପନିର୍ବାଚନ ପାଇଁ ପଡୁଛି ଭୋଟ । 11 ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ୨ଲକ୍ଷ ୧୪ ହଜାର ୮୭୮ ଭୋଟର ।

୩. କନିଷ୍ଠ ଯନ୍ତ୍ରୀଙ୍କୁ ଆକ୍ରମଣ ଘଟଣା, ବନ୍ଦ ଡାକରା ବାତିଲ କଲା କଂଗ୍ରେସ

ଆଜି (ମଙ୍ଗଳବାର) କଂଗ୍ରେସ ପକ୍ଷରୁ ଡକାଯାଇଥିବା ବନ୍ଦ ଡାକରାକୁ ବାତିଲ କରାଯାଇଛି । ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ କନିଷ୍ଠ ଯନ୍ତ୍ରୀ ରଜନୀକାନ୍ତ ଭକ୍ତଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାକୁ ନେଇ ଡକାଯାଇଥିବା ବନ୍ଦ ଡାକରା ସ୍ଥଗିତ ରହିଛି । ୪. ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୋଷୀକୁ ଆଜୀବନ ଜେଲ୍‌ ଦଣ୍ଡାଦେଶ

ନାବାଳିକାଙ୍କୁ ଦୁଷ୍କର୍ମ କରିବା ମାମଲାରେ ଅଭିଯୁକ୍ତକୁ ଆଜୀବନ ଦଣ୍ଡାଦେଶ ଶୁଣାଇଲେ କଟକ ସ୍ବତନ୍ତ୍ର ପୋକ୍ସୋ କୋର୍ଟ । ଅଭିଯୁକ୍ତ ଖୋକନ ମାଇତି ୭ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

୫. Brajarajnagar By-Poll: ଭୋଟ ଦେଲେ ବିଜେପି ପ୍ରାର୍ଥିନୀ ରାଧାରାଣୀ ପଣ୍ଡା

ବ୍ରଜରାଜନଗର ବିଧାନସଭା ଆସନ ପାଇଁ ଆଜି ନିଜ ନିଜ ପ୍ରାର୍ଥୀ ବାଛୁଛନ୍ତି ଜନତା । ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା ବୁଥ୍‌ରେ ପହଞ୍ଚି ଭୋଟ ଦେଇଛନ୍ତି ।

୬. Vice-President 3-nation Tour: ଗାବୋନରେ ପହଞ୍ଚିଲେ ଉପରାଷ୍ଟ୍ରପତି

ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ସୋମବାରଠୁ ୩ ଦେଶକୁ ଗସ୍ତ କରିଛନ୍ତି । ଏହି ଗସ୍ତର ପ୍ରଥମ ପର୍ଯ୍ୟାୟରେ ସେ ଗାବୋନରେ ପହଞ୍ଚିଛନ୍ତି ।

୭. ଉଗ୍ର ହେଉଛନ୍ତି ଆତଙ୍କୀ: କାଶ୍ମୀର ପଣ୍ଡିତ ପରେ ଏବେ ଶିକ୍ଷୟିତ୍ରୀଙ୍କୁ ଗୁଳିମାଡ଼

ସୀମାରେ ଥମୁନି ଆତଙ୍କ । ଉଗ୍ର ରୂପ ନେଇଛି ଆତଙ୍କୀ କାର୍ଯ୍ୟକଳାପ । କୁଲଗାମରେ ସୁରକ୍ଷା ବାହିନୀ ଦ୍ୱାରା କରାଯାଇଥିବା ଅପରେସନର ପ୍ରତିଶୋଧ ନେବାକୁ ଯାଇ ଆତଙ୍କବାଦୀମାନେ ଜଣେ ମହିଳା ଶିକ୍ଷୟିତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି ।

୮. PM Kisan Samman Nidhi Yojana: 10 କୋଟି ଚାଷୀଙ୍କ ଖାତାକୁ ଗଲା 21 ହଜାର କୋଟି

କିଶାନ ସମ୍ମାନ ନିଧିରେ ଚାଷୀଙ୍କ ଖାତାକୁ ଏକାଦଶ କିସ୍ତି ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶର ପ୍ରାୟ ୧୦ କୋଟି ଚାଷୀଙ୍କ ଖାତାକୁ ଯାଇଛି ୨୧ ହଜାର କୋଟି ଟଙ୍କା ।

୯. Sidhu Death Case: ସାମନାକୁ ଆସିଲା ସିସିଟିଭି ଫୁଟେଜ, ୭ ସନ୍ଦିଗ୍ଧ ଚିହ୍ନଟ

ଲୋକପ୍ରିୟ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ଘଟଣା । ସିସିଟିଭି ଫୁଟେଜ ଆଧାରରେ ୭ ଜଣ ସନ୍ଦିଗ୍ଧଙ୍କୁ ଚିହ୍ନଟ କରିଛି ପୋଲିସ ।

୧୦. ମରିଗଲା ମମତା, ଜନ୍ମକଲା ଛୁଆକୁ କୂଅରେ ଫିଙ୍ଗିଲା ମାଆ

ପାଷାଣ ହୋଇଗଲା ମାଆ ହୃଦୟ । ମରିଗଲା ମମତା । ରାଗରେ ନିଜ ଜନ୍ମ କଲା ଛୁଆଙ୍କ ପ୍ରତି ଭୁଲିଗଲା ମମତା ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.