ETV Bharat / bharat

Pariksha Pe Charcha 2023: ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କଲେ ଧର୍ମେନ୍ଦ୍ର ପ୍ରଧାନ - ପରୀକ୍ଷା ପେ ଚର୍ଚ୍ଚା2023

ସମୀକ୍ଷା ବୈଠକରେ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗର ସଚିବ ସଞ୍ଜୟ କୁମାର, ଡିଓଏସଇଏଲ, ଅପୂର୍ବ ଚନ୍ଦ୍ରା, ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ସଚିବ ଓ ଶିକ୍ଷା ମନ୍ତ୍ରଣାଳୟ, ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ମାନେ ସାମିଲ ହୋଇଥିଲେ । ଅଧିକ ପଢନ୍ତୁ

ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

author img

By

Published : Jan 10, 2023, 7:53 PM IST

ନୂଆଦିଲ୍ଲୀ: କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (Union Education Minister Dharmendra Pradhan ) ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ଏବଂ ଡକ୍ଟର ସୁଭାଷ ସରକାରଙ୍କ ସହିତ ସୋମବାର ପରୀକ୍ଷା ପେ ଚର୍ଚ୍ଚା (Pariksha Pe Charcha 2023) ର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ ।

  • Union education minister Dharmendra Pradhan along with MoS education Anuparna Devi and Subhas Sarkar and officials of education ministry and I&B ministry reviewed the preparation of #ParikshaPeCharcha2023 that is scheduled to be held on 27 January in Delhi's Talkatora stadium. pic.twitter.com/Dll9r1gdsY

    — ANI (@ANI) January 9, 2023 " class="align-text-top noRightClick twitterSection" data=" ">

ସମୀକ୍ଷା ବୈଠକରେ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗର ସଚିବ ସଞ୍ଜୟ କୁମାର, ଡିଓଏସଇଏଲ, ଅପୂର୍ବ ଚନ୍ଦ୍ରା, ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ସଚିବ ଓ ଶିକ୍ଷା ମନ୍ତ୍ରଣାଳୟ, ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ, ଏନସିଇଆରଟି, ସିବିଏସଇ, ଏନଭିଏସ, କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନର ବରିଷ୍ଠ ଅଧିକାରୀ ମାନେ ସାମିଲ ହୋଇଥିଲେ ।

ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମନ୍ତ୍ରୀ ବୈଠକ ସମୟରେ ପିପିସି ୨୦୨୩ ମାଧ୍ୟମରେ ଛାତ୍ର, ଅଭିଭାବକ ଏବଂ ଶିକ୍ଷକମାନଙ୍କ ସହ ଯୋଗାଯୋଗକୁ ଆହୁରି ଗଭୀର ତଥା ବ୍ୟାପକ କରିବାକୁ ଆହ୍ୱାନ ଦେଇଛନ୍ତି । ଆହୁରି ମଧ୍ୟ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ପିପିସି ୨୦୨୩ ପରୀକ୍ଷା ଋତୁ ପୂର୍ବରୁ ଛାତ୍ର ସମୁଦାୟକୁ ଶକ୍ତି ଏବଂ ପ୍ରେରଣା ଯୋଗାଇଥାଏ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.