ETV Bharat / bharat

ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ

କୋରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହେବା ପରେ ଆଜି ସ୍ବାସ୍ଥ୍ୟବସ୍ଥା ଖରାପ ହେବାରୁ ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ । ଅଧିକ ପଢନ୍ତୁ...

ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ
ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ
author img

By

Published : Jun 1, 2021, 3:17 PM IST

ନୂଆଦିଲ୍ଲୀ: AIIMS ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ । କୋରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହେବା ପରେ ଆଜି ସ୍ବାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । AIIMS ଅଧିକାରୀଙ୍କ କହିବା ଅନୁଯାୟୀ ଆଜି ସକାଳ 11ଟା 30 ମିନିଟ ସମୟରେ ପୋଖରିଆଲଙ୍କୁ ଡାକ୍ତରଖାନା ନିଆଯାଇଥିଲା ।

ଏପ୍ରିଲ 21 ରେ କୋରୋନାରେ ଆକ୍ରାନ୍ତ ହୋଇଥିଲେ ଶିକ୍ଷାମନ୍ତ୍ରୀ । ତେବେ କୋରୋନାରେ ଆକ୍ରାନ୍ତ ହେବା ପରେ ସେ ଟ୍ବିଟ କରିକହିଥିଲେ ଯେ ମୋର କୋରୋନା ରିପୋର୍ଟ ପଜିଟିଭ ଆସିଛି । ‘ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ମୁଁ ଔଷଧ ଏବଂ ଚିକିତ୍ସା ନେଉଛି। ଯେଉଁମାନେ ମୋ ସମ୍ପର୍କକୁ ଆସିଛନ୍ତି ସେମାନଙ୍କୁ ପରୀକ୍ଷା କରିବାକୁ ଅନୁରୋଧ’।

@ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.