ETV Bharat / bharat

ଟିକା ନେଲେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

ସଂକ୍ରମଣ ବିରୋଧରେ ଦେଶରେ ଜାରି ରହିଛି ଟୀକାକରଣ । ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କୋରୋନା ଟିକାର ପ୍ରଥମ ଡୋଜ ନେଇଛନ୍ତି । ଅଧିକ ପଢନ୍ତୁ...

Uttar Pradesh CM Yogi Adityanath receives first dose of COVID-19 vaccine at Civil Hospital, Lucknow
ଟିକା ନେଲେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
author img

By

Published : Apr 5, 2021, 9:37 AM IST

ଲକ୍ଷ୍ନୌ: ସଂକ୍ରମଣ ବିରୋଧରେ ଦେଶରେ ଜାରି ରହିଛି ଟୀକାକରଣ । ଆଜି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କୋରୋନା ଟିକାର ପ୍ରଥମ ଡୋଜ ନେଇଛନ୍ତି । ଲକ୍ଷ୍ନୌର ସିଭିଲ ହସପିଟାଲରେ ଯୋଗୀ ଏହି ଟିକା ନେଇଛନ୍ତି । ଟିକା ନେବା ପରେ ସେ ପ୍ରତିକ୍ରିୟା ରଖିଛନ୍ତି । ମାଗଣାରେ କେନ୍ଦ୍ର ସରକାର ଟିକା ଯୋଗାଉ ଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କୁ ଧନ୍ୟବାଦ ଦେଇଛନ୍ତି । କୋରୋନା ଟିକା ସମ୍ପୂର୍ଣ୍ଣ ନିରାପଦ ଓ ପ୍ରଭାବଶାଳୀ ।

ସମସ୍ତଙ୍କୁ ଟିକା ନେବା ପାଇଁ ଆହ୍ବାନ କରିଛନ୍ତି । ଟିକା ନେବା ପରେ ମଧ୍ୟ ସମସ୍ତ ସତର୍କତା ଅବଲମ୍ବନ କରିବାକୁ ଲୋକଙ୍କୁ ଅନୁରୋଧ କରିଛନ୍ତି । କୋରୋନାର ନୂଆ ଷ୍ଟ୍ରେନ କାରଣରୁ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ଏନେଇ ଲୋକଙ୍କୁ ସଚେତନ ରହିବାକୁ ପରାମର୍ଶ ଦେଇଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.