ମୁମ୍ବାଇ: ବର୍ଷୀୟାନ ଅଭିନେତା ଧର୍ମେନ୍ଦ୍ର ଅସୁସ୍ଥ । ହଠାତ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ମୁମ୍ବାଇର ବ୍ରିଚ-କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ସୂଚନା ମିଳିନଥିବା ବେଳେ ସେ ବର୍ତ୍ତମାନ ICUରେ ଚିକିତ୍ସାଧୀନ ଥିବା ସୂଚନା ମିଳିଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ