ETV Bharat / briefs

ବିଜେଡିରେ ସାମିଲ ହେଲେ ବିଜେପି କର୍ମୀ

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଚାଲିଥିବାବେଳେ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ ଆଜି (ମଙ୍ଗଳବାର) ବିଜେଡିରେ ସାମିଲ ହୋଇଛନ୍ତି ।

author img

By

Published : Apr 23, 2019, 3:14 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ଭୁବନେଶ୍ବର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ଚାଲିଥିବାବେଳେ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ ଆଜି (ମଙ୍ଗଳବାର) ବିଜେଡିରେ ସାମିଲ ହୋଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଦଳରେ ଏମାନେ ଯୋଗଦେଇଛନ୍ତି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ବିଜେପି ନେତା ଶରତ ଦାସଙ୍କ ନେତୃତ୍ବରେ ଆଜି ନବୀନ ନିବାସରେ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି । ସୂଚନା ଥାଉକି, ଚାନ୍ଦବାଲିରେ ଚତୁର୍ଥ ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ ।

ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.