ନୂଆଦିଲ୍ଲୀ: ସାତ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀଙ୍କ ସମେତ ରାଷ୍ଟ୍ରପତିଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି । ନବୀନ ପ୍ରଥମେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବା ପରେ ରାଷ୍ଟ୍ରପତି ଭବନ ଯାଇ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ କରିଛନ୍ତି । ଏହାଏକ ସୌଜନ୍ୟ ମୂଳକ ସାକ୍ଷାତକାର ଥିଲେ ମଧ୍ୟ ଗତମାସରେ ରାଜ୍ୟରେ ହୋଇଥିବା ଫନିର କ୍ଷୟକ୍ଷତି ଓ ପୁନରୁଦ୍ଧାର କାମର ଅଗ୍ରଗତି ରାଷ୍ଟ୍ରପତିଙ୍କୁ ନବୀନ ଅବଗତ କରିଛନ୍ତି । ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଉପରେ ରାଷ୍ଟ୍ରପତିଙ୍କ ଆଲୋଚନା କରିଛନ୍ତି ।
ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ - PRESIDENT KOVIND
ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ କରି ରାଜ୍ୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି ।
![ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ](https://etvbharatimages.akamaized.net/etvbharat/prod-images/768-512-3528774-thumbnail-3x2-mm.jpg?imwidth=3840)
ଫଟୋ ସୌଜନ୍ୟ: ଏଏନଆଇ
ନୂଆଦିଲ୍ଲୀ: ସାତ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀଙ୍କ ସମେତ ରାଷ୍ଟ୍ରପତିଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି । ନବୀନ ପ୍ରଥମେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବା ପରେ ରାଷ୍ଟ୍ରପତି ଭବନ ଯାଇ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ କରିଛନ୍ତି । ଏହାଏକ ସୌଜନ୍ୟ ମୂଳକ ସାକ୍ଷାତକାର ଥିଲେ ମଧ୍ୟ ଗତମାସରେ ରାଜ୍ୟରେ ହୋଇଥିବା ଫନିର କ୍ଷୟକ୍ଷତି ଓ ପୁନରୁଦ୍ଧାର କାମର ଅଗ୍ରଗତି ରାଷ୍ଟ୍ରପତିଙ୍କୁ ନବୀନ ଅବଗତ କରିଛନ୍ତି । ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଉପରେ ରାଷ୍ଟ୍ରପତିଙ୍କ ଆଲୋଚନା କରିଛନ୍ତି ।
Intro:Body:
Conclusion:
gggggggss
Conclusion: