ଭୁବନେଶ୍ବର: ଦିନକୁ ଦିନ ବଢିବାରେ ଲାଗିଛି ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟା । ଏହି ସମୟରେ ଲୋକଙ୍କ ମନରେ ଅନେକ ପ୍ରଶ୍ନ ଆସିଥାଏ । କାହିଁକି ମାରେ ବିଜୁଳି ଏବଂ ଏହି ସମୟରେ କିଭଳି ସାବଧାନତା ଅବଲମ୍ବନ କରିବେ ।
ଏନେଇ ‘ଇଟିଭି ଭାରତ’ ପ୍ରତିନିଧି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶକଙ୍କ ସହ ଆଲୋଚନା କରିଛନ୍ତି । ସେ ଏ ସମ୍ପର୍କରେ ସବିଶେଷ ତଥ୍ୟ ଦେଇଛନ୍ତି ।
ଭୁବନେଶ୍ବରରୁ ଶତରୂପା ସାମନ୍ତରାୟ, ଇଟିଭି ଭାରତ