ETV Bharat / briefs

ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ କାକଟପୁର ଓ ଅସ୍ତରଙ୍ଗ ବ୍ଲକ ବାତ୍ୟା ଆଶ୍ରୟସ୍ଥଳ ପରିଦର୍ଶନ - ବାତ୍ୟା ଆଶ୍ରୟସ୍ଥଳ ପରିଦର୍ଶନ

ମନ୍ତ୍ରୀ ତୁଷାରକାନ୍ତି ବେହେରା କାକଟପୁର ଓ ଅସ୍ତରଙ୍ଗ ବ୍ଲକ ଗସ୍ତ କରି ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଛନ୍ତି । ଅଧିକ ପଢନ୍ତୁ...

Minister Tusharkanti Behera
Minister Tusharkanti Behera
author img

By

Published : May 24, 2021, 10:01 PM IST

ଭୁବନେଶ୍ବର: ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ଅପରାହ୍ନରେ କାକଟପୁର ଓ ଅସ୍ତରଙ୍ଗ ବ୍ଲକ ଗସ୍ତ କରି ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଛନ୍ତି ।

Minister Tusharkanti Behera
ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ବାତ୍ୟା ଆଶ୍ରୟସ୍ଥଳ ପରିଦର୍ଶନ

ସମୁଦ୍ର କୂଳ ଅଞ୍ଚଳରେ ମାଟି ତଥା କଚ୍ଚା ଘରେ ଥିବା ଲୋକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ବାତ୍ୟା ଆଶ୍ରୟ ସ୍ଥଳକୁ ଆଣିବା ଲାଗି ବ୍ୟବସ୍ଥା କରିବା ସହ ନିର୍ଦ୍ଦେଶ ଦେଇଛନ୍ତି । ସରକାରଙ୍କ ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟକୁ ପୂରଣ କରିବା ନେଇ କ'ଣ ସବୁ ବ୍ୟବସ୍ଥା କରାଯାଇଛି ତାହାର ତଦାରଖ କରିଛନ୍ତି ମନ୍ତ୍ରୀ । ଏଥିସହ ଏହି ସବୁ ସ୍ଥାନରେ ଯେପରି କୋଭିଡ ନିୟମର ସଠିକ ଅନୁପାଳନ ହେବ ସେ ସମ୍ପର୍କରେ ମନ୍ତ୍ରୀ ସ୍ଥାନୀୟ ପ୍ରଶାସନ ସହିତ ଆଲୋଚନା କରିଛନ୍ତି ।

Minister Tusharkanti Behera
ମନ୍ତ୍ରୀ ତୁଷାରକାନ୍ତି ବେହେରା

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.