ETV Bharat / briefs

କମେଣ୍ଟ ମରାକୁ କେନ୍ଦ୍ର କରି ବିଚ ରାସ୍ତାରେ ଯୁବକଙ୍କୁ ହତ୍ୟା !

କମେଣ୍ଟ ମରାକୁ କେନ୍ଦ୍ର କରି ଗୋଠିଆଳି ରାସ୍ତାରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି ।

author img

By

Published : Jun 16, 2019, 10:36 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର

ବ୍ରହ୍ମପୁର: ବିଚ୍ ରାସ୍ତାରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଘଟଣାଟି ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ନିକଟବର୍ତ୍ତୀ ଗୋଠିଆଳି ରାସ୍ତାରେ ଘଟିଛି । ମୃତକ ଗୋଠିଆଳି ଗ୍ରାମର ଇ. ଶିବ ଶଙ୍କର ଦୋରା ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର

ସୂଚନାନୁସାରେ, ଉକ୍ତ ଗ୍ରାମର ଇ.ଜିତୁ ରେଡ୍ଡି ନାମକ ଜଣେ ଯୁବକ କମେଣ୍ଟ ମରାକୁ କେନ୍ଦ୍ର କରି ହତ୍ୟା କରିଥିବା ଜଣାପଡିଛି । ଅଭିଯୁକ୍ତ ପରେ ପୋଲିସ ନିକଟରେ ଆତ୍ମସମର୍ପଣ କରିଛି । ସେପଟେ ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶିବଶଙ୍କରଙ୍କ ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

sample description

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.