ETV Bharat / briefs

ମହାରାଷ୍ଟ୍ର ଯାତ୍ରା କରୁଥିବା ଟ୍ରେନ ଯାତ୍ରୀଙ୍କ ପାଇଁ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ

author img

By

Published : May 20, 2021, 4:25 PM IST

ମହାରାଷ୍ଟ୍ର ଯାତ୍ରା କରୁଥିବା ଟ୍ରେନ ଯାତ୍ରୀଙ୍କ ପାଇଁ ନେଗେଟିଭ ଆରଟିପିସିଆର ରିପୋର୍ଟ ବାଧ୍ୟତାମୂଳକ ହୋଇଛି। ଅଧିକ ପଢନ୍ତୁ...

Negative reports mandatory
Negative reports mandatory

ହାଇଦ୍ରାବାଦ: ମହାରାଷ୍ଟ୍ର ଯାତ୍ରା କରୁଥିବା ଟ୍ରେନ ଯାତ୍ରୀଙ୍କ ପାଇଁ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ । ମହାରାଷ୍ଟ୍ର ଯାତ୍ରା କରୁଥିବା ଟ୍ରେନ ଯାତ୍ରୀଙ୍କ ପାଇଁ ନେଗେଟିଭ ଆରଟିପିସିଆର ରିପୋର୍ଟ ବାଧ୍ୟତାମୂଳକ ହୋଇଛି। ଟ୍ରେନରେ ଯାତ୍ରା କରୁଥିବା (ବୋର୍ଡି, ଭ୍ରମଣ ଏବଂ ଗନ୍ତବ୍ୟ ସ୍ଥଳରେ) ଯାତ୍ରୀମାନଙ୍କୁ କୋଭିଡ ନିୟମ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଯେକୌଣସି ପରିବହନ ଦ୍ବାରା ମହାରାଷ୍ଟ୍ର ରାଜ୍ୟକୁ ପ୍ରବେଶ କରୁଥିବା ବ୍ୟକ୍ତିଙ୍କୁ ଏକ ନେଗେଟିଭ ଆରଟିପିସିଆର (RT-PCR) ପରୀକ୍ଷା ରିପୋର୍ଟ ଦେବାକୁ ହେବ । ଯାହା ମହାରାଷ୍ଟ୍ରରେ ପ୍ରବେଶ କରିବାର ସର୍ବାଧିକ 48 ଘଣ୍ଟା ମଧ୍ୟରେ ପରୀକ୍ଷା ହୋଇଥିବା ଆବଶ୍ୟକ। ସମ୍ବେଦନଶୀଳ ଅଞ୍ଚଳରୁ ଅର୍ଥାତ କେରଳ, ଗୋଆ, ରାଜସ୍ଥାନ, ଗୁଜୁରାଟ, ଦିଲ୍ଲୀ ଏବଂ ଏନସିଆର ଅଞ୍ଚଳ, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ଏବଂ ଉତ୍ତରପ୍ରଦେଶରୁ ଆସୁଥିବା ବ୍ୟକ୍ତିଙ୍କ ସହିତ ଭାରତର ଯେକୌଣସି ଅଞ୍ଚଳରୁ ମହାରାଷ୍ଟ୍ର ଆସୁଥିବା ଯାତ୍ରୀଙ୍କ ପାଇଁ ଏପ୍ରିଲ ମାସ ୧୮ ତାରିଖ ଓ ମଇ ମାସ ପହିଲା ନିର୍ଦ୍ଦେଶନାମା ଅନୁଯାୟୀ ସମସ୍ତ ପ୍ରତିବନ୍ଧକ ପ୍ରଯୁଜ୍ୟ ହେବ।

ଦୂରଗାମୀ ଟ୍ରେନରେ ଯାତ୍ରା କରୁଥିବା ଯାତ୍ରୀଙ୍କୁ ମଧ୍ୟ ଅନୂରୂପ ଭାବେ ପରାମର୍ଶ ଦିଆଯାଉଛି ଯେ, ଯାତ୍ରା କରିବା ପୂର୍ବରୁ କୋଭିଡ ୧୯ ଯାତ୍ରା ଆଦେଶନାମା ଏବଂ ଉପଯୁକ୍ତ ଆଚରଣ ଅନୁସରଣ କରିବା ସହିତ ଅନ୍ୟମାନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେବେ ।

ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.