ETV Bharat / briefs

କାଲି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ - GOVT

ଫନି ପ୍ରଭାବିତ କ୍ଷୟକ୍ଷତି ସମୀକ୍ଷା ପାଇଁ ଆସୁଛନ୍ତି ପ୍ରଧାନମନ୍ତ୍ରୀ ।

ଫାଇଲ ଫଟୋ
author img

By

Published : May 5, 2019, 4:45 PM IST

ଭୁବନେଶ୍ବର: ସାମୁଦ୍ରିକ ଝଡ ଫନିରେ ଧ୍ବସ୍ତ ବିଧ୍ବସ୍ଥ ହୋଇପଡିଥିବା ପୁରୀ ସମେତ ସମଗ୍ର ଉପକୂଳ ଓଡିଶାର ସ୍ଥିତି ସମୀକ୍ଷା ପାଇଁ ଆସନ୍ତା କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଗସ୍ତରେ ଆସୁଛନ୍ତି ।

ପ୍ରଧାନମନ୍ତ୍ରୀ ପ୍ରଥମେ ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ । ଏହାପରେ ପ୍ରଧାନମନ୍ତ୍ରୀ ବିମାନ ବନ୍ଦରରେ ରାଜ୍ୟ ସରକାରଙ୍କ ସହ ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକରେ ଯୋଗଦେବ ।

ଏହି ବୈଠକରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ସାମିଲ ହେବେ । ଆସନ୍ତା କାଲି ସକାଳ 8ଟାରେ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ ବୋଲି ପିଏମଓ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି । ସୂଚନା ଯୋଗ୍ୟଯେ, ଫନି ଆସିବା ପୂର୍ବରୁ କେନ୍ଦ୍ର ସରକାର ପ୍ରଭାବିତ ରାଜ୍ୟଙ୍କୁ ଆଗୁଆ ପ୍ରାଥମିକ ସହାୟତା ଯୋଗାଇ ଦେଇଛନ୍ତି ଯେଉଁଥିରେ ଓଡିଶାକୁ 3 ଶହ କୋଟି ଟଙ୍କା ମିଳିଛି

ଭୁବନେଶ୍ବରରୁ ଅଜିତ ଦାସ, ଇଟିଭି ଭାରତ

Intro:Body:

fdfgd

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.